ଗତକାଲି ଜିଓ ଲୋଜିକାଲ ସର୍ଭେ ଅଫ ଇଣ୍ଡିଆର ଜାହାଜ ‘ସମୁଦ୍ର କୌସ୍ତୁଭ’ ମଝି ସମୁଦ୍ରରେ ଫସିଛି । ଇଞ୍ଜିନ୍ ତ୍ରୁଟି ଯୋଗୁ ଜାହାଜଟି ସମୁଦ୍ରରେ ଫସି ରହିଛି । ବଙ୍ଗୋପସାଗରରେ ବାତ୍ୟା ସତ୍ତ୍ବେ କୋଷ୍ଟଗାର୍ଡ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ପାରାଦ୍ଵୀପ ଠାରୁ ୩୫ ନଟିକାଲ ମାଇଲ ଦୂରରେ ଜାହାଜ ରହିଛି। ସେଠାରେ ICG ଜାହାଜ ଅମୋଘ ପାଟ୍ରୋଲ କରୁଛି। ଟଣା ହୋଇ ପାରାଦ୍ଵୀପ ବନ୍ଦରକୁ ଆସିବ ସମୁଦ୍ର କୌସ୍ତୁଭ। ଆଜି ସନ୍ଧ୍ୟାରେ ପାରାଦ୍ଵୀପ ବନ୍ଦରରେ ପହଞ୍ଚିବ। ‘ସମୁଦ୍ର କୌସ୍ତୁଭ’ରେ ୨୫ ଜଣ କ୍ରିଉ ମେମ୍ବର ଅଛନ୍ତି ।
Trending
- ନବୀନ ନିବାସରେ ରାଜ୍ୟପାଳ ହରିବାବୁ କମ୍ଭମପତି
- ପୁଲିସ୍ ଏସ୍ଆଇଙ୍କୁ ମାଡ଼ିବସିଲା ଭିଜିଲାନ୍ସ
- ବାୟୁ ପ୍ରତିରକ୍ଷା ଯୁଦ୍ଧାସ୍ତ୍ର ପ୍ରଣାଳୀର ପ୍ରଥମ ସଫଳ ପରୀକ୍ଷଣ
- ପୂର୍ବାଞ୍ଚଳ ବେସାମରିକ ବିମାନ ଚଳାଚଳ ସମ୍ମିଳନୀ
- ଗଣତନ୍ତ୍ରରେ ଲୋକଙ୍କ ସମସ୍ୟାର ସମାଧାନ ପାଇଁ ବିଚାର ମନ୍ଥନ ହେଉଛି ସର୍ବୋତ୍ତମ ଉପାୟ
- ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ବୃଦ୍ଧି ପାଇଛି,୮ଟି ଫାଟକ ବନ୍ୟାଜଳ ନିଷ୍କାସନ
- ଯୌତୁକ ପାଇଁ ନିକ୍କିଙ୍କୁ ଜାଳିଥିଲା, ଏବେ ପୁଲିସ କଲା ଏନକାଉଣ୍ଟର
- ସମ୍ବଲପୁରରେ ହେବ ଓୟୁଏଟିର କ୍ୟାମ୍ପସ
- ବୁଲା କୁକୁରଙ୍କୁ ମାଂସ ଦିଆଯିବ ନାହିଁ
- ହୀରାକୁଦର ୪ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟା ଜଳ
Prev Post
Next Post