ଗତକାଲି ଗାଜାରେ ବିମାନରୁ ଲିଫଲେଟ୍ ପକାଇ ପାଲେଷ୍ଟାଇନୀୟମାନଙ୍କୁ ହମାସ ଦ୍ୱାରା ବନ୍ଧକ ରଖାଯାଇଥିବା ବ୍ୟକ୍ତିମାନଙ୍କ ସଂପର୍କରେ ସୂଚନା ଦେବାକୁ ଅନୁରୋଧ କରାଯାଇଛି। ସୂଚନା ଦେଲେ ସେମାନଙ୍କୁ ସୁରକ୍ଷା ଯୋଗାଇଦିଆଯିବା ସହ ଅର୍ଥ ପୁରସ୍କାର ପ୍ରଦାନ କରାଯିବ ବୋଲି କହାଯାଇଛି। ଅକ୍ଟୋବର ୭ରେ ହମାସ୍ ଆକ୍ରମଣକାରୀ ୧୪୦୦ ଇସ୍ରାଏଲୀ ନାଗରିକଙ୍କୁ ହତ୍ୟା କରିବା ସହ ୨୦୦ରୁ ଅଧିକ ଲୋକଙ୍କୁ ବନ୍ଦୀ କରିଥିଲେ।ତେଣୁ ସେମାନଙ୍କୁ ଉଦ୍ଧାର କରିବାଲାଗି ଇସ୍ରାଏଲ୍ ସେନା ଲାଗିପଡ଼ିଛି। ଗାଜାରେ ଆକାଶରୁ ପକା ଯାଇଥିବା ପ୍ରଚାରପତ୍ରରେ ଲେଖାଯାଇଛି- “ଯଦି ଆପଣମାନଙ୍କ ଇଚ୍ଛା ଶାନ୍ତିରେ ବଞ୍ଚିବା ଏବଂ ପିଲାମାନଙ୍କ ପାଇଁ ଏକ ଭଲ ଭବିଷ୍ୟତ ଗଢ଼ିବା, ତେବେ ତୁରନ୍ତ ମାନବିକତା ଦୃଷ୍ଟିରୁ ଏବଂ ଆପଣଙ୍କ ଅଞ୍ଚଳରେ ରଖାଯାଇଥିବା
Trending
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
Prev Post
Next Post