ଇସ୍ରାଏଲ୍ ଓ ହମାସ ମଧ୍ୟରେ ଚାଲିଥିବା ଯୁଦ୍ଧ ଓ ଏହାକୁ ନେଇ ମଧ୍ୟପ୍ରାଚ୍ୟରେ ଦେଖାଦେଇଥିବା ଉତ୍ତେଜନା ଭାରତୀୟ ଷ୍ଟକ ବଜାରକୁ ଗୁରୁତର ଭାବେ ପ୍ରଭାବିତ କରିଛି। ବମ୍ବେ ଷ୍ଟକ ଏକ୍ସଚେଞ୍ଜ୍ର ସେନ୍ସେକ୍ସରେ ଗତ ଛଅଟି କାରବାର ଦିନରେ ଲଗାତାର ଭାବେ ହ୍ରାସ ପାଉଥିବାରୁ ନିବେଶକମାନଙ୍କ ସମ୍ପତ୍ତିରେ ବଡ଼ ଧରଣର ହ୍ରାସ ଘଟିଛି। ଆଜି ସେନ୍ସେକ୍ସରେ ଆଉ ୯୦୦ ପଏଣ୍ଟ୍ ହ୍ରାସ ହେବାରୁ ତାହା ୬୪ ହଜାର ପଏଣ୍ଟ୍ ତଳକୁ ଖସିଯାଇଛି।
Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
Prev Post
Next Post