ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆୟୋଜିତ ହେବାକୁ ଥିବା ରୋଜଗାର ମେଳାରେ ୫୧ ହଜାର ଯୁବକଙ୍କୁ ନିଯୁକ୍ତି ପତ୍ର ବାଣ୍ଟିବେ । ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (ପିଏମଓ) ଦ୍ୱାରା ସୂଚନା ଦିଆଯାଇଛି ଯେ, ଦିନ ୧ଟା ସମୟରେ ପ୍ରଧାନମନ୍ତ୍ରୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏହି ନିଯୁକ୍ତି ପତ୍ର ବାଣ୍ଟିବେ । ଏହି ଅବସରରେ ସେ ଯୁବକଙ୍କୁ ଉଦ୍ବୋଧନ ମଧ୍ୟ ଦେବେ । ସମୁଦାୟ ୩୭ ସ୍ଥାନରେ ରୋଜଗାର ମେଳାର ଆୟୋଜନ କରାଯିବ ।ଦେଶର ବିଭିନ୍ନ ସରକାରୀ ବିଭାଗ, ଯେମିତିକି ରେଳ ମନ୍ତ୍ରାଳୟ, ଡାକ ବିଭାଗ, ଗୃହ ମନ୍ତ୍ରାଳୟ, ରାଜସ୍ୱ ବିଭାଗ, ଉଚ୍ଚଶିକ୍ଷା ବିଭାଗ, ସ୍ୱାସ୍ଥ୍ୟ ବିଭାଗ ଇତ୍ୟାଦିରେ ସାମିଲ୍ କରାଯିବ । ନିଯୁକ୍ତ କରାଯିବାକୁ ଥିବା ସରକାର କର୍ମଚାରୀଙ୍କୁ ପୋର୍ଟାଲ ମାଧ୍ୟମରେ ନିଜକୁ ପ୍ରଶିକ୍ଷିତ କରିବାକୁ ଅବସର ମିଳିବ । ଏଥିପାଇଁ ୭୫୦ରୁ ଅଧିକ ଇ-ଶିକ୍ଷା ପାଠ୍ୟକ୍ରମ ଉପଲବ୍ଧ ରହିଛି ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post