ଆଜି ସକାଳ ମିଆଁମାରରେ ଭୟଙ୍କର ଭୂମିକମ୍ପ ହୋଇଥିଲା। ୪.୫୩ ମିନିଟରେ ୪.୫ ତୀବ୍ରତାର ଭୂମିକମ୍ପ ଆସିଛି । ଭୂକମ୍ପ ଯୋଗୁଁ କେହି ମୃତାହତ ହୋଇନାହାନ୍ତି । ଶୁକ୍ରବାର ଦିନ କେବଳ ମିଆଁମାର ନୁହେଁ ବରଂ ଆଫଗାନିସ୍ତାନରେ ମଧ୍ୟ ଭୂକମ୍ପ ଆସିଥିଲା ।ଗତ ୫ ଦିନ ତଳେ ମିଆଁମାରରେ ୪.୩ ଭୂକମ୍ପ ଝଟକା ଲାଗିଥିଲା । ତା’ ପୂର୍ବରୁ ନେପାଳରେ ମଧ୍ୟ ଭୂକମ୍ପ ଅନୁଭୂତ ହୋଇଥିଲା । ନେପାଳରେ ପ୍ରାୟ ୭.୨୪ ସମୟରେ ତୀବ୍ର ଭୂକମ୍ପ ଅନୁଭୂତ ହୋଇଥିଲା । ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ଅନୁଯାୟୀ, ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୫.୩ ମାପ କରାଯାଇଥିଲା । ଉତ୍ତରପ୍ରଦେଶ, ବିହାର ଏବଂ ଦିଲ୍ଲୀ-ଏନସିଆରରେ ମଧ୍ୟ କମ୍ପନ ଅନୁଭୂତ ହୋଇଥିଲା ।
Trending
- ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଆଜି ଅଖିମୁଠି ଅନୁକୂଳ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ପବିତ୍ର ଅକ୍ଷୟ ତୃତୀୟା,ମାଟି ମାଆ ଓ ମା ଲକ୍ଷ୍ମୀଙ୍କ ଆରାଧନା ସହ ଚାଷ ପାଇଁ ଆଜି ହୁଏ ଅଖି ମୁଠି ଅନୁକୂଳ
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
Prev Post
Next Post