ଟାଟା ଗ୍ରୁପ୍ ବହୁତ ଜଲ୍ଦି ଆଇଫୋନ୍ ଉତ୍ପାଦନ ଆରମ୍ଭ କରିବ । କମ୍ପାନୀ ଉଭୟ ଲୋକାଲ୍ ଏବଂ ଗ୍ଲୋବାଲ୍ ମାର୍କେଟ୍ ପାଇଁ ଆଇଫୋନ୍ ଉତ୍ପାଦନ କରିବ। ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି ମନ୍ତ୍ରୀ ରାଜୀବ ଚନ୍ଦ୍ରଶେଖର ଏହି ସୂଚନା ଦେଇଛନ୍ତି। କେନ୍ଦ୍ର ମନ୍ତ୍ରୀ ରାଜୀବ ଚନ୍ଦ୍ରଶେଖର ଏ ନେଇ ସୋସିଆଲ ମିଡିଆ ସାଇଟ୍ ‘ଏକ୍ସ’ରେ ପୋଷ୍ଟ କରିଛନ୍ତି। କମ୍ପାନୀ ବର୍ତ୍ତମାନ ଅତ୍ୟାଧୁନିକ ମଡେଲ ଉତ୍ପାଦନ ଭାରତରେ ଆରମ୍ଭ କରିଛି। ଏଥର ଲଞ୍ଚ ହୋଇଥିବା ଆଇଫୋନ୍ 15 ମଧ୍ୟ ଭାରତରେ ଉତ୍ପାଦିତ ହୋଇଛି ଏବଂ ପ୍ରଥମ ଦିନରୁ ବଜାରରେ ବିକ୍ରି ହେଉଛି। ଟାଟା ଭାରତରେ ଆଇଫୋନ୍ ଉତ୍ପାଦନ ପାଇଁ ତାଇୱାନର କମ୍ପାନୀ Wistron Corp କୁ ଅଧିଗ୍ରହଣ କରିଛି।
Trending
- ମାତ୍ର ୪ ମିନିଟ ଚାଲିବା ପରେ ଅପରାହ୍ଣ ୪ଟା ଯାଏ ଗୃହ ମୁଲତବୀ ଘୋଷଣା କଲେ ବାଚସ୍ପତି
- ରାହୁଲ ଦେଶରେ ନିଆଁ ଲଗାଇବାକୁ ଚାହୁଁଛନ୍ତି : ବିଜେପି
- ଶୁଭମିତ୍ରା ହତ୍ୟାକାରୀ ଦୀପକଙ୍କ ଗୁମର ଫିଟୁଛି
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
Prev Post
Next Post