ପୁରୀ: ଆଜିଠୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। ସବୁ ମାସ ମଧ୍ୟରେ କାର୍ତ୍ତିକ ମାସ ଶ୍ରେଷ୍ଠ ମାସ ହୋଇଥିବାରୁ ହବିଷ୍ୟାଳୀମାନେ ମାସଟେ ଧରି କାର୍ତ୍ତିକ ବ୍ରତ ପାଳନ କରନ୍ତି। କାର୍ତ୍ତିକ ବ୍ରତ ପାଇଁ ପୁରୀରେ ହଜାର ହଜାର ହବିଷ୍ୟାଳୀଙ୍କ ଭିଡ଼ ଦେଖିବାକୁ ମିଳିଛି । ଏଥିପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର। ଶ୍ରୀମନ୍ଦିର ବି ଗହଳିରେ ଭରି ଉଠିଛି। ବ୍ରତଧାରୀ ହବିଷ୍ୟାଳୀମାନେ ମାସେ ଧରି ହବିଷ୍ୟାନ୍ନ ପାଳିବେ। ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ଶ୍ରୀକ୍ଷେତ୍ର। ହଜାର ହଜାର ସଂଖ୍ୟାରେ ହବିଷ୍ୟାଳୀମାନେ ଶ୍ରୀକ୍ଷେତ୍ରରେ ଭିଡ଼ ଲଗାଇଛନ୍ତି। ପ୍ରତିବର୍ଷ ଭଳି ଚଳିତ ବର୍ଷ ବି ସରକାରଙ୍କ ପକ୍ଷରୁ ହବିଷ୍ୟାଳୀଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି।
Trending
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ