ଜମ୍ମୁ-କାଶ୍ମୀରର ଶ୍ରୀନଗର ଇଦ୍ଗାହଠାରେ ଆତଙ୍କବାଦୀ ଆକ୍ରମଣ ହୋଇଛି। ଏହି ଆକ୍ରମଣରେ ଜମ୍ମୁ-କାଶ୍ମୀର ପୋଲିସର ଜଣେ ଇନ୍ସପେକ୍ଟର ଆହତ ହୋଇଛନ୍ତି। ପୋଲିସ ସୂଚନା ଦେଇଛି ଯେ ଇଦ୍ଗାହ ନିକଟରେ ଆତଙ୍କବାଦୀମାନ ଇନ୍ସପେକ୍ଟର ମସରୁର ଅହମ୍ମଦଙ୍କ ଉପରକୁ ଗୁଳି ଚଳାଇଥିଲେ। ଏଥିରେ ସେ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ତୁରନ୍ତ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
Trending
- ବିହାର ରେ ପ୍ରଥମ ପର୍ଯ୍ୟାୟ ଭୋଟଗ୍ରହଣ , ସନ୍ଧ୍ୟା ୫ ଟା ସୁଦ୍ଧା ରାଜ୍ୟରେ ୬୦.୧୩ ପ୍ରତିଶତ ଭୋଟର ମତଦାନ ରେକର୍ଡ
- ନବୀନଙ୍କ ଉପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବିହାର ବିଧାନସଭା ନିର୍ବାଚନ , ଦିନ ୧୦ଟା ସୁଦ୍ଧା ୧୩.୧୩% ମତଦାନ
- ଗ୍ରୀନ୍ ଇଣ୍ଡିଆ ଚିଟ୍ ଫଣ୍ଡ୍ ଠକେଇ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ବ୍ରହ୍ମପୁରରେ ଚଢ଼ାଉ କରିଛି
- ଗୁରୁବାର ପାଇଁ ମାଡ଼ ଖାଇଛି ଛାଡ଼ଖାଇ
- ଆଜି ବିହାରରେ ପ୍ରଥମ ପର୍ଯ୍ୟାୟ ମତଦାନ,୧୩୧୪ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା କରୁଛନ୍ତି ୩କୋଟି ୭୫ଲକ୍ଷ ଭୋଟର
- ବାଲିଯାତ୍ରା ଏକ ପର୍ବ ନୁହେଁ, ଏହା ଓଡ଼ିଶାର ଗୌରବମୟ ନୌବାଣିଜ୍ୟ ଐତିହ୍ୟ ଓ ସାଧବଙ୍କ ଦୁଃସାହସିକ ମନୋବଳର ପ୍ରତୀକ
- ବେଦାନ୍ତ ଆଲୁମିନିୟମ୍ ଝାରସୁଗୁଡାରେ ସାଇବର ସୁରକ୍ଷା ସଚେତନତା ଅଭିଯାନ – ଓଡିଶା ୨୦୨୫’ ଅଧିବେଶନର ଆୟୋଜିତ
- ଅଙ୍ଗନବାଡ଼ି ଚଣା ଓ ମୁଢ଼ି ଯୋଗାଣରେ ଅନିୟମିତତା ଅଭିଯୋଗ
- ଜାନୁଆରି ୧ ରେ ଆରମ୍ଭ ହେବ ଝାରସୁଗୁଡ଼ା ଜିଲ୍ଲା ମହୋତ୍ସବ ଦୁଲଦୁଲି
Prev Post
Next Post