ରାଜ୍ୟରେ ଧୀରେ ଧୀରେ ଥଣ୍ଡା ବୃଦ୍ଧି ପାଉଛି । ରାତ୍ରିର ତାପମାତ୍ରା ହ୍ରାସ ପାଉଛି । ବିଶେଷକରି ଉପକୂଳ କ୍ଷେତ୍ରରେ ଥଣ୍ଡା ବୃଦ୍ଧି ପାଉଛି । ଆଜି ଉପକୂଳବର୍ତ୍ତୀ ଅଞ୍ଚଳ ପାଇଁ ବର୍ଷା ପୂର୍ବାନୁମାନ ହୋଇଛି । ଏଥି ସହିତ ଓଡ଼ିଶାରେ ମେଘୁଆ ପାଗ ହେବାକୁ ଯାଉଛି । ଭାରତ ପାଣିପାଗ ବିଭାଗ (ଆଇଏମଡି) ଅନୁଯାୟୀ ଆଜି କର୍ଣ୍ଣାଟକ, ତାମିଲନାଡୁ ଓ କେରଳ ପାଇଁ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି । ଓଡ଼ିଶାରେ ସେହି ପ୍ରଭାବ ସାମାନ୍ୟ ଦୃଶ୍ୟମାନ ହେବ ।
Trending
- ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ବନଭୋଜି ବେଶ
- ସୁସ୍ଥ ହେଉଛନ୍ତି ନବୀନ
- ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅସୁସ୍ଥ, ଘରୋଇ ହସ୍ପିଟାଲରେ ଭର୍ତ୍ତି
- ଛତୁଆ ଉତ୍ପାଦନ ଓ ବଣ୍ଟନ ବ୍ୟବସ୍ଥାକୁ ଆହୁରି ବ୍ୟବସ୍ଥିତ କରିବା ଉପରେ ଗୁରୁତ୍ବାରୋପ କଲେ ମୁଖ୍ୟମନ୍ତ୍ରୀ
- ଆମେ କାହାର ପକ୍ଷ ନୁହେଁ, କାହାର ବିପକ୍ଷ ନୁହେଁ , ଆମେ ସମସ୍ତଙ୍କ ସମକକ୍ଷ
- ଟ୍ରାଫିକ ଜାମରୁ ମୁକ୍ତି ପାଇବ ଦିଲ୍ଲୀ-ଏନସିଆର
- ଭାରତ ଫେରିଲେ ଶୁଭାଂଶୁ ଶୁକ୍ଳା
- ବିହାରରେ ନିର୍ବାଚନ: ଭୋଟର ଅଧିକାର ଯାତ୍ରା କରୁଛି କଂଗ୍ରେସ
- ଆସୁଛି ଲଘୁଚାପ, ୨୦ ଯାଏଁ ବର୍ଷା
- ୧୨ଟି ନୂଆ ଏନ୍ଏସି ପାଇଁ ଡ୍ରାଫ୍ଟ ନୋଟିସ୍ ଜାରି
Next Post