ବିଜୟ ପର୍ଯ୍ୟନ୍ତ ଚାଲିବ ଯୁଦ୍ଧ । ଇସ୍ରାଏଲ-ହମାସ୍ ଯୁଦ୍ଧକୁ ନେଇ ବଡ଼ ପ୍ରତିକ୍ରିୟା ରଖିଛନ୍ତି ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ । ଅକ୍ଟୋବର ୭ ଆକ୍ରମଣରେ ହାମାସ ଦ୍ବାରା ୨୩୦ରୁ ଅଧିକ ବନ୍ଧକଙ୍କୁ ମୁକ୍ତ କରିବା ପାଇଁ ଅନ୍ୟ ଦେଶମାନେ ଏହି ସଂଗ୍ରାମରେ ଅଧିକ ସାହାଯ୍ୟ କରିବା ଆବଶ୍ୟକ ବୋଲି କହିଛନ୍ତି ।ଏପଟେ ଲେବାନନରେ ହେଜବୋଲ୍ଲା ଆଡ଼ା ଓ ସିରିୟାରେ ଘନଘନ ବିସ୍ଫୋରଣ । ଇସ୍ରାଏଲ ବାୟୁସେନା ପକ୍ଷରୁ ଲେବାନନରେ ଆତଙ୍କବାଦୀ ଭିତ୍ତିଭୂମି ଉପରେ ଜୋରଦାର ଆକ୍ରମଣ ହୋଇଛି । ଆତଙ୍କୀଙ୍କ ପୋଷ୍ଟ, ଅସ୍ତ୍ରଶସ୍ତ୍ର ରଖିଥିବା ସ୍ଥାନକୁ ଟାର୍ଗେଟ୍ କରି ଆଟାକ୍ କରାଯାଇଛି । ଉତ୍ତର ଓ କେନ୍ଦ୍ରୀୟ ଗାଜାରେ ଇସ୍ରାଏଲ ସେନା ଗ୍ରାଉଣ୍ଡ ଅପରେସନକୁ ଜୋରଦାର କରିଛି। ହମାସ୍ ଆଡ଼ା ଉପରେ ହୋଇଥିବା ଆକ୍ରମଣ ଯୋଗୁ ଅନେକ ଆତଙ୍କବାଦୀ ନିପାତ ହୋଇଛନ୍ତି ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post