ରାଜ୍ୟର ପାରଦସ୍ତର ଧୀରେଧୀରେ ଖସିବାରେ ଲାଗିଛି। କନ୍ଧମାଳ ଜିଲ୍ଲା ଜି. ଉଦୟଗିରିରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୧୧ ଡିଗ୍ରି ରେକର୍ଡ ହୋଇଛି। ଏହାପଛକୁ ଦାରିଙ୍ଗବାଡ଼ିରେ ୧୩ ଡିଗ୍ରି, କୋରାପୁଟରେ ୧୩.୨, ଫୁଲବାଣୀରେ ୧୩.୫, କିରେଇରେ ୧୪.୮, ଭବାନୀପାଟଣାରେ ୧୫.୫, ଅନୁଗୁଳରେ ୧୬ ଓ କେନ୍ଦୁଝରରେ ୧୬.୮ ଡିଗ୍ରି ରାତି ତାପମାତ୍ରା ରେକର୍ଡ ହୋଇଛି। ତେବେ ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ। ଅନ୍ୟପଟେ ରାଜ୍ୟର ବାୟୁ ପ୍ରବାହରେ ପରିବର୍ତ୍ତନର ସମ୍ଭାବନା ଥିବାରୁ ଏବେ କିଛି ଦିନ ପାଇଁ ଥଣ୍ଡା କମିବ ଓ ତାପମାତ୍ରା ସାମାନ୍ୟ ବଢ଼ିବ ବୋଲି ପାଣିପାଗ ବିଶେଷଜ୍ଞମାନେ ପୂର୍ବାନୁମାନ କରିଛନ୍ତି।
Trending
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଭଣ୍ଡ ସନ୍ନ୍ୟାସୀ କିଏ?
- ୯୧୩ଟି ନୂତନ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
Next Post