ପୁରାତନ ଶିଳ୍ପସଂସ୍ଥା ବିର୍ଲା ଟାୟାର୍ସର ନୂଆ ମାଲିକାନାକୁ ଏଚ୍ଏସ୍ସିଏଲ୍ (ହିମାଦ୍ରୀ ସ୍ପେସାଲିଟି କେମିକାଲ୍ସ ଲିମିଟେଡ୍) ହାତକୁ ନେଇଛି। ଜାତୀୟ କମ୍ପାନି ଆଇନ ପ୍ରାଧିକରଣ (ଏନ୍ସିଏଲ୍ଟି) ନିର୍ଦ୍ଦେଶକ୍ରମେ ଆଜି ପୂର୍ବାହ୍ନରେ ବିର୍ଲା ଟାୟାର୍ସ ପରିସରରେ ଶିଳ୍ପମନ୍ତ୍ରୀ ପ୍ରତାପ କେଶରୀ ଦେବ, ପୂର୍ବାଞ୍ଚଳ ଆଇଜି ହିମାଂଶୁ ଲାଲ, ବାଲେଶ୍ବର ଜିଲ୍ଲାପାଳ ଦତ୍ତାତ୍ରୟ ଭାଉସାହେବ ସିନ୍ଦେ, ବାଲେଶ୍ବର ଏସ୍ପି ସାଗରିକା ନାଥଙ୍କ ଉପସ୍ଥିତିରେ ଏଚ୍ଏସ୍ସିଏଲ୍କୁ ଏନ୍ସିଏଲ୍ଟି କୋଲକାତା ବେଞ୍ଚର ରିଜୋଲ୍ୟୁସନ୍ ପ୍ରଫେସନାଲ୍ସ ବିର୍ଲାର ସମସ୍ତ କାଗଜପତ୍ର ହସ୍ତାନ୍ତର କରିଛନ୍ତି।
Trending
- ମହିଳାଙ୍କୁ ଟାଣିନେଇଥିଲା କୁମ୍ଭୀର , ମିଳିଲା ମୃତଦେହ
- ଆସାମ ରାଇଫଲ୍ସର ଗାଡ଼ି ଉପରେ ଆକ୍ରମଣ, ୨ ଜଣ ଯବାନ ସହିଦ ଓ ୩ ଯବାନ ଆହତ
- ବିଜେଡି ନେତା ଦିଲ୍ଲୀପ ନାୟକଙ୍କୁ କାହିଁକି ଉଠାଇ ନେଲା EOW !
- ବିଦ୍ୟାଳୟରେ ଭଗବତ ଗୀତା ପାଠ କରିବେ ଛାତ୍ରଛାତ୍ରୀ
- ମାତ୍ର ୪ ମିନିଟ ଚାଲିବା ପରେ ଅପରାହ୍ଣ ୪ଟା ଯାଏ ଗୃହ ମୁଲତବୀ ଘୋଷଣା କଲେ ବାଚସ୍ପତି
- ରାହୁଲ ଦେଶରେ ନିଆଁ ଲଗାଇବାକୁ ଚାହୁଁଛନ୍ତି : ବିଜେପି
- ଶୁଭମିତ୍ରା ହତ୍ୟାକାରୀ ଦୀପକଙ୍କ ଗୁମର ଫିଟୁଛି
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
Prev Post