ମିଲେଟ ସମ୍ବନ୍ଧୀୟ ଦୁଇ ଦିନିଆ ଆନ୍ତର୍ଜାତୀୟ ସମ୍ମିଳନୀ ଆୟୋଜିତ ହେବ

ଭୁବନେଶ୍ୱର :ଭୁବନେଶ୍ବର ଜନତା ମିଇଦାନରେ ନଭେମ୍ବର ୯ ଓ ୧୦ ତାରିଖରେ ରାଜ୍ୟ ସରକାରଙ୍କ କୃଷି ଓ କୃଷକ ସଶକ୍ତିରଣ ବିଭାଗ ଦ୍ଵାରା ମିଲେଟ ସମ୍ବନ୍ଧୀୟ ଏକ ଦୁଇ ଦିନିଆ ଆନ୍ତର୍ଜାତୀୟ ସମ୍ମିଳନୀ ଆୟୋଜିତ ହେବ। ଏହି ଆନ୍ତର୍ଜାତୀୟ ସମ୍ମିଳନୀ  ଗତ ବର୍ଷ ଠାରୁ ନଭେମ୍ବର ୧୦ ତାରିଖକୁ ରାଜ୍ୟରେ ମାଣ୍ଡିଆ ଦିବସ ପାଳନ କରାଯାଉଛି। ମାଣ୍ଡିଆକୁ ପ୍ରୋତ୍ସାହିତ କରିବା ଏବଂ ଏଥିପ୍ରତି ଜନସଚେତନତା ବୃଦ୍ଧି କରିବା ନିମନ୍ତେ ଆନ୍ତର୍ଜାତୀୟ ସମ୍ମିଳନୀ ଆୟୋଜିତ ହେଉଛି। ଏଥିରେ ରାଉଣ୍ଡ ଟେବୁଲ ସହ, ବାହାର ରାଜ୍ୟର ଲୋକ ମଧ୍ୟ ଏହାକୁ ଦେଖିବାକୁ ଆସିବେ। ସମ୍ମିଳନୀକୁ ୩୦ ଜିଲ୍ଲାରୁ ମାଣ୍ଡିଆ ଚାଷୀଙ୍କ ସହ ଦେଶ ଓ ବିଦେଶରୁ ପ୍ରାୟ ୩୦୦ ପ୍ରତିନିଧି ଆସିବେ। ଏଥିରେ ୩୨ ଟି ସେସନ ହେବ। ମା