ଚଳିତ ମାସରେ କମିବ ଶୀତ, ବଢିବ ତାତି। ନଭେମ୍ବରରେ ବର୍ଷାର ବିସ୍ତୃତି ରହିବ। ତେଣୁ ଶୀତର ପ୍ରଭାବ କମ ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପଶ୍ଚିମା ଝଡ଼ର ପ୍ରଭାବ ଅଧିକ ରହୁଥିବା କାରଣରୁ ଏଭଳି ସ୍ଥିତି ଉପୁଜିବ। ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷାର ପରିମାଣ ଅଧିକ ରହିବ। ଗତକିଛି ଦିନ ଧରି ତାପମାତ୍ରା ସାମାନ୍ୟ ତଳକୁ ଖସିଥିବା ବେଳେ ପୂର୍ବା ବାୟୁ ପ୍ରଭାବିତ ହେଉଛି ।
Trending
- ପୁଷ୍କରା’କୁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର
- ୨୦ ହଜାର ମହିଳା ଘେରିବେ ବିଧାନସଭା
- ଓଡ଼ିଶା ସମେତ ସମେତ ୬ଟି ରାଜ୍ୟର ୪ଟି ଗୁରୁତ୍ୱପୂର୍ଣ୍ଣ ରେଳ ପ୍ରକଳ୍ପକୁ କେନ୍ଦ୍ର କ୍ୟାବିନେଟ୍ର ମଞ୍ଜୁରୀ
- ପ୍ରଧାନମନ୍ତ୍ରୀ ବାରାଣସୀରେ ପ୍ରାୟ ୨୨୦୦ କୋଟି ଟଙ୍କାର ଅନେକ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କରିବେ
- ପୁରୀ ଶରଧାବାଲି ଦଳଚକଟା ଘଟଣା , ମୁଖ୍ୟମନ୍ତ୍ରୀଙ୍କୁ ତଦନ୍ତ ରିପୋର୍ଟ ଦେଲେ ଉନ୍ନୟନ କମିଶନର
- ସୁଭଦ୍ରା ଯୋଜନାରୁ ବାଦ୍ ପଡ଼ିଥିବା ୨ ଲକ୍ଷ ମହିଳାଙ୍କୁ ଆଉ ପୁନର୍ବାର ଆବେଦନ କରିବାକୁ ପଡ଼ିବ ନାହିଁ
- ନରେନ୍ଦ୍ର ମୋଦୀଙ୍କ କ୍ୟାବିନେଟର 6 ଟି ବୈଠକରେ ବଡ଼ ନିଷ୍ପତ୍ତି
- ଆସନ୍ତା କାଲି ଠାରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ
- ବଢିଲା ବିଜେଡି ନେତାଙ୍କ ଅଡୁଆ, ପ୍ରୀତିରଞ୍ଜନ ଘଡେଇ ଙ୍କ ନାଁରେ ଏତଲା
- ଆଣ୍ଡାମାନ ଓ ନିକୋବର ଦ୍ଵୀପପୁଞ୍ଜରେ ଭୂକମ୍ପ ଝଟକା
Next Post