ଆସନ୍ତାକାଲିଠାରୁ ବର୍ଷା ହେବାର ସମ୍ଭାବନା ରହିଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ପୂର୍ବାଳି ତରଙ୍ଗ ଯୋଗୁଁ ଗଞ୍ଜାମ ଓ ଗଜପତି ଜିଲ୍ଲାର କିଛି ସ୍ଥାନରେ ହାଲୁକା ବର୍ଷା ହୋଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ନବରଙ୍ଗପୁର ଜିଲ୍ଲାର କେତେକ ସ୍ଥାନରେ ସ୍ୱଳ୍ପଧରଣ ବର୍ଷାର ହେବାର ସମ୍ଭାବନା ରହିଛି । ନଭେମ୍ବର ୫ ଯାଏଁ ବର୍ଷା ଜାରି ରହିବ। ଭୁବନେଶ୍ବରରେ ଆକାଶ ମେଘାଚ୍ଛନ୍ନ ରହିବା ସହ ହାଲୁକା ବର୍ଷା ହୋଇପାରେ।
Trending
- କନଷ୍ଟେବଳ ସୌମ୍ୟ ରଞ୍ଜନ ସ୍ବାଇଁଙ୍କ ହତ୍ୟା ମାମଲା: ବରିଷ୍ଠ ଆଇପିଏସ୍ ଙ୍କୁ ଆଜି ଅତିଥି ଭବନରେ ଜେରା କରିପାରେ NHRC
- ବିହାରର ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁରେ ଭୟଙ୍କର ଅଗ୍ନିକାଣ୍ଡ, 4 ମୃତ , କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
- ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର
- ଆଜିଠୁ ପୁରୀରେ ଆରମ୍ଭ ହେବ ବ୍ରିକ୍ସ ସମ୍ମିଳନୀ,ବିପର୍ଯ୍ୟୟ ମୁକାବିଲାର ଗୁରୁମନ୍ତ୍ର ଶିଖାଇବ ଓଡ଼ିଶା
- STF ର DIG ଭାବେ ଦାୟିତ୍ୱ ଗ୍ରହଣ କଲେ ଆଇପିଏସ ଡକ୍ଟର କନୱର ବିଶାଲ ସିଂହ
- ସବୁଠୁ ଅଧିକ ସମୟ ଯାଏ ନିର୍ବାଚିତ ପ୍ରଧାନମନ୍ତ୍ରୀ ହେବାର ରେକର୍ଡ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ , ଭାଙ୍ଗିବେ ନେହରୁଙ୍କ ରେକର୍ଡ
- ଫାର୍ମ ହାଉସରୁ ମିଳିଲା ହାତୀର ମୃତଦେହ
- ରାଜ୍ୟ କ୍ୟାବିନେଟ: ଆସିବ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ