ତିନିଦିନିଆ ଗସ୍ତରେ ଥିବା କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ୟୁଏଇର ବୈଦେଶିକ ବ୍ୟାପାର ମନ୍ତ୍ରୀ, ଶିକ୍ଷା ରାଷ୍ଟ୍ରମନ୍ତ୍ରୀଙ୍କୁ ଭେଟିବା ସହ ଆବୁଧାବୀର ଗ୍ଲୋବାଲ ଟେକ୍ ଇକୋସିଷ୍ଟମ୍ ହବ୍ ୭୧ ପରିଦର୍ଶନ କରିଛନ୍ତି । ୟୁଏଇ ମନ୍ତ୍ରୀଙ୍କ ସହ ହୋଇଥିବା ବୈଠକରେ ଭାରତ ଓ ୟୁଏଇ ଦ୍ୱିପାକ୍ଷିକ ସମ୍ପର୍କର ଶିକ୍ଷାକୁ ଶକ୍ତିଶାଳୀ ସ୍ତମ୍ଭ ଭାବରେ ପ୍ରତିଷ୍ଠା କରିବା ପାଇଁ ଆଲୋଚନା ହୋଇଥିବା ସୂଚନା ଦେଇଛନ୍ତି ଶ୍ରୀ ପ୍ରଧାନ ।କେନ୍ଦ୍ରମନ୍ତ୍ରୀ ୟୁଏଇର ବୈଦେଶିକ ବ୍ୟାପାର ମନ୍ତ୍ରୀ ଶେଖ୍ ଅବଦୁଲ୍ଲା ବିନ୍ ଜାୟେଦଙ୍କ ସହ ଭାରତ ଓ ୟୁଏଇ ମଧ୍ୟରେ ବହୁମୁଖୀ ସହଭାଗୀତାକୁ ଅଧିକ ଶକ୍ତିଶାଳୀ କରିବା ସହ ଭାଗିଦାରୀକୁ ଆଗେଇ ନେବା ଉପରେ ଆଲୋଚନା କରିଥିଲେ । ଆବୁଧାବୀରେ ଆଇଆଇଟି ଦିଲ୍ଲୀ କ୍ୟାମ୍ପସ ପ୍ରତିଷ୍ଠା ସହ ୟୁଏଇରେ ରହୁଥିବା ଭାରତୀୟଙ୍କୁ ସହଯୋଗ ପ୍ରଦାନ କରୁଥିବାରୁ କେନ୍ଦ୍ରମନ୍ତ୍ରୀ ଧନ୍ୟବାଦ ଦେଇଥିଲେ ।
Trending
- ପ୍ରସିଦ୍ଧ ଗଣପର୍ବ ନୂଆଁଖାଇକୁ ନେଇ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା,ବସିଛି ସ୍ୱତନ୍ତ୍ର ତିହାରୀ ହାଟ ହାଟ
- ନନ୍ଦନକାନନରେ ଓରାଙ୍ଗଉଟାନକୁ ଜ୍ୱର,ଜ୍ୱର ହେବା ପରେ ଆଲର୍ଟରେ ଡାକ୍ତରୀ ଟିମ୍
- ଆଜି ବିଘ୍ନହର୍ତ୍ତାଙ୍କ ପୂଜାରେ ଉତ୍ସବମୁଖର ସାରା ଦେଶ,ସ୍କୁଲ-କଲେଜରେ ପୂଜାର ଧୂମ୍
- ଗଣେଶ ପୂଜା ଭସାଣୀ ରେ ବାଜିବନି ଡିଜେ ,ରାତି ୧୦ଟା ଭିତରେ ସରିବ ମେଲୋଡି ଓ କାର୍ଯ୍ୟକ୍ରମ
- ୧୮ତମ ବ୍ରିକ୍ସ ସମ୍ମିଳନୀ ସମାପ୍ତ: ସମସ୍ତ ଦେଶର ସକ୍ରିୟ ଅଂଶଗ୍ରହଣ ଓ ମୂଲ୍ୟବାନ ଅବଦାନ ପାଇଁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
- ଦୁବାଇ ଗସ୍ତରୁ ଓଡ଼ିଶାକୁ ଆସିଛି ବଡ଼ ନିବେଶର ପ୍ରତିଶ୍ରୁତି : ୨ ଲକ୍ଷ ୪୩ ହଜାର କୋଟି ଟଙ୍କାର ବିଶାଳ ନିବେଶ ପ୍ରସ୍ତାବ
- ନୂଆଁଖାଇ: ମାଁ ସମଲେଶ୍ୱରୀଙ୍କ ଠାରେ ସିନ୍ଦୁର ଲାଗି ନୀତି
- ବ୍ରିକ୍ସ ସମ୍ମିଳନୀର ଦ୍ୱିତୀୟ ଦିନ: କୌଣସି ସଙ୍କଟ କେବଳ ଗୋଟିଏ ଅଞ୍ଚଳରେ ସୀମିତ ନାହିଁ,ସ୍ଥିରତା ବୃଦ୍ଧି କରିବା ଉପରେ ବିଶେଷ ଗୁରୁତ୍ୱ ଦେଉଛି ବ୍ରିକ୍ସ
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
Prev Post
Next Post