ଗତକାଲି ବିଳମ୍ବିତ ରାତ୍ରରେ ନେପାଳରେ ୬.୪ ତୀବ୍ରତାସମ୍ପନ୍ନ ଭୂମିକମ୍ପ ଯୋଗୁଁ ଅନ୍ୟୂନ ୭୦ଜଣ ଲୋକଙ୍କର ମୃତ୍ୟୁ ଘଟିଥିବା ଓ ଅନେକ ଆହତ ହୋଇଥିବା କଥା ସମ୍ବାଦ ସରବରାହ ସଂସ୍ଥାନ ‘ରଏଟର୍ସ’ ରିପୋର୍ଟ କରିଛି।ମୃତ୍ୟୁସଂଖ୍ୟା ଆହୁରି ବୃଦ୍ଧି ପାଇପାରେ ବୋଲି ସରକାରୀ ଅଧିକାରୀମାନେ କହିଛନ୍ତି। ଅନ୍ଧାର ରାତିରେ ସ୍ଥାନୀୟ ଜନସାଧାରଣ କୋଠାବାଡ଼ିର ଭଗ୍ନସ୍ତୂପ ଭିତରେ ପୋତି ହୋଇ ପଡ଼ିଥିବା ଲୋକମାନଙ୍କୁ ଉଦ୍ଧାର କରିବା ଲାଗି ଉଦ୍ୟମ କରୁଥିବା କଥା ମଧ୍ୟ ଘଟଣାସ୍ଥଳରୁ ଉତ୍ତୋଳିତ ଭିଡିଓରେ ଦେଖାଯାଉଛି।
Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା