ରାଜ୍ୟ ମଦ୍ରାସା ୩୦ଟି ମଦ୍ରାସାରେ ୭,୩୩୯ଜଣ ପିଲା ନାଁ ଲେଖାଇଥିବା କଥା ଉତ୍ତରାଖଣ୍ଡ ମଦ୍ରାସା ଶିକ୍ଷା ବୋର୍ଡର ରିପୋର୍ଟରୁ ଅବଗତ ହେବା ପରେ ‘ନ୍ୟାସ୍ନାଲ୍ କମିସନ୍ ଫର୍ ପ୍ରୋଟେକ୍ସନ୍ ଅଫ୍ ଚାଇଲ୍ଡ୍ ରାଇଟ୍ସ୍’ (ଏନ୍ସିପିସିଆର୍) ସଂଖ୍ୟାଲଘୁ କଲ୍ୟାଣ ବିଭାଗର ପ୍ରମୁଖ ସଚିବଙ୍କୁ ନୋଟିସ୍ ଜାରି କରିଛନ୍ତି।ବ୍ୟକ୍ତିଗତ ଭାବେ ନଭେମ୍ବର ୯ ତାରିଖରେ କମିସନ୍ରେ ହାଜର ହେବାକୁ ତାଙ୍କୁ ଏଥିରେ ନିର୍ଦେଶ ଦିଆଯାଇଛି।ଉକ୍ତ ରିପୋର୍ଟରେ ଉଲ୍ଲେଖ ଅଛି ଯେ, ବୋର୍ଡ ଅନୁବନ୍ଧିତ ୩୦ଟି ମଦ୍ରାସାରେ ନାମ ଲେଖାଇଥିବା ୭,୩୩୯ଜଣ ପିଲାଙ୍କ ମଧ୍ୟରୁ ୭୪୯ଜଣ ହେଉଛନ୍ତି ହିନ୍ଦୁ ସମ୍ପ୍ରଦାୟର।
Trending
- ‘ୱି ଦି ଲିଡର’ ଆନ୍ଦୋଳନର ଶୁଭାରମ୍ଭ କରିଛନ୍ତି କେ. ଆନ୍ନାମଲାଇ,ମାତ୍ର କେଇ ଘଣ୍ଟା ମଧ୍ୟରେ ୧୫ ଲକ୍ଷରୁ ଅଧିକ ଲୋକ ଏଥିରେ ସାମିଲ ହୋଇ ଏକ ନୂଆ ରେକର୍ଡ ସୃଷ୍ଟି କରିଛନ୍ତି
- ମୃତ ସୌମ୍ୟଙ୍କ ମୌଜପୁର ଘରେ ଖୋଳତାଡ଼ କରୁଛନ୍ତି କ୍ରାଇମବ୍ରାଞ୍ଚ ଟିମ୍,ହାତଲେଖା ଡାଇରୀ ଜବତ କରିବା ପାଇଁ ଏହି ଟିମ୍ ତାଙ୍କ ଘରେ ପହଞ୍ଚିଛି
- ୬ ଦିନିଆ ଦିଲ୍ଲୀ ଗସ୍ତ ସାରି ଓଡ଼ିଶା ଫେରିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ
- ପାଟନା ସିଭିଲ କୋର୍ଟରେ ଗୁଳିକାଣ୍ଡ ମାମଲାରେ ଚର୍ଚ୍ଚିତ ଶିକ୍ଷକ ଖାନ୍ ସାର୍
- ରାଜ୍ୟରେ ମୋଟ ୩,୭୯୩.୩୩ କୋଟି ଟଙ୍କାର ପୁଞ୍ଜିନିବେଶ ହେବାକୁ ଯାଉଥିବା ବେଳେ ୧୯,୯୨୪ ଜଣଙ୍କ ପାଇଁ ନୂଆ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ
- ଅନ୍ତର୍ଜାତୀୟ ରଜ ଉତ୍ସବ ଉପରେ କାଳବୈଶାଖୀ ମାଡ଼,ବ୍ୟବସାୟୀଙ୍କ ସାମଗ୍ରୀରେ ପାଣି ପଶି ଲକ୍ଷାଧିକ ଟଙ୍କାର କ୍ଷତି ହୋଇଛି
- ଦିଲ୍ଲୀରେ ‘କକ୍ରୋଚ୍’ ପାର୍ଟିର ଆନ୍ଦୋଳନ,କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି
- କାଳବୈଶାଖୀ ପ୍ରଭାବରେ ରାଜଧାନୀରେ ପ୍ରବଳ ବର୍ଷା ସହ କୁଆପଥର ବର୍ଷା
- ଭିଜିଲାନ୍ସ ଜାଲରେ ବାଲିଗୁଡ଼ା ITDA ସହକାରୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା,ଏକା ସାଙ୍ଗରେ ୯ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ
- ରାଜ୍ୟରେ ୩୦ ତାରିଖ ଯାଏଁ ବସ୍ ଧର୍ମଘଟ ସ୍ଥଗିତ ,ବସ୍ ଭଡ଼ା ବୃଦ୍ଧି ହେବା ନେଇ ଆଜି ବସିଥିବା ଦ୍ୱିପାକ୍ଷିୟ ବୈଠକ ଅପାତତଃ ସଫଳ
Prev Post
Next Post