ନିଜ ଖାଦ୍ୟରେ କିଛି ସ୍ୱତନ୍ତ୍ର ଖାଦ୍ୟ ଜିନିଷ ସାମିଲ କରିବା ଦ୍ୱାରା ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ହୋଇଥାଏ। ଏହାସହ ଶରୀରକୁ ଅନେକ ରୋଗ ସହ ଲଢିବାରେ ସହାୟକ ହୋଇଥାଏ। ଜାଣନ୍ତୁ..
ଲବଙ୍ଗ – ଏହା ରୋଷେଇ ଘରେ ବ୍ୟବହୃତ ମସଲା ମଧ୍ୟରୁ ଗୋଟିଏ। ଲବଙ୍ଗରେ ଅନେକ ସ୍ୱାସ୍ଥ୍ୟ ଉପକାରୀ ଗୁଣ ରହିଛି। ଏଥିରେ ଥିବା ପୋଷକ ତତ୍ତ୍ୱ ଶରୀରକୁ ବିଭିନ୍ନ ରୋରୁ ରକ୍ଷା କରିବା ସହ ରୋଗ ପ୍ରତିରୋଧକ ଶକ୍ତି ମଜଭୂତ କରିଥାଏ।
ଅଦା ଯେକୌଣସି ଖାଦ୍ୟ ପ୍ରସ୍ତୁତିରେ ବ୍ୟବହାର କରିବା ଦ୍ୱାରା ଏହା ଖାଦ୍ୟର ସ୍ୱାଦକୁ ଦ୍ୱିଗୁଣିତ କରିଥାଏ। ଆୟୁର୍ବେଦରେ ମଧ୍ୟ ଏହାର ଉପକାରୀ ଗୁଣ ବିଷୟରେ ବର୍ଣ୍ଣନା କରାଯାଇଛି। ଏଥିରେ ଆଣ୍ଟିଅକ୍ସିଡାଣ୍ଟ ମଧ୍ୟ ପ୍ରଚୁର ମାତ୍ରାରେ ରହିଛି। ଏହା ରୋଗ ପ୍ରତିରୋଧକ ଶକ୍ତିକୁ ବୃଦ୍ଧି କରିଥାଏ।
Trending
- ପୁଷ୍କରା’କୁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର
- ୨୦ ହଜାର ମହିଳା ଘେରିବେ ବିଧାନସଭା
- ଓଡ଼ିଶା ସମେତ ସମେତ ୬ଟି ରାଜ୍ୟର ୪ଟି ଗୁରୁତ୍ୱପୂର୍ଣ୍ଣ ରେଳ ପ୍ରକଳ୍ପକୁ କେନ୍ଦ୍ର କ୍ୟାବିନେଟ୍ର ମଞ୍ଜୁରୀ
- ପ୍ରଧାନମନ୍ତ୍ରୀ ବାରାଣସୀରେ ପ୍ରାୟ ୨୨୦୦ କୋଟି ଟଙ୍କାର ଅନେକ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କରିବେ
- ପୁରୀ ଶରଧାବାଲି ଦଳଚକଟା ଘଟଣା , ମୁଖ୍ୟମନ୍ତ୍ରୀଙ୍କୁ ତଦନ୍ତ ରିପୋର୍ଟ ଦେଲେ ଉନ୍ନୟନ କମିଶନର
- ସୁଭଦ୍ରା ଯୋଜନାରୁ ବାଦ୍ ପଡ଼ିଥିବା ୨ ଲକ୍ଷ ମହିଳାଙ୍କୁ ଆଉ ପୁନର୍ବାର ଆବେଦନ କରିବାକୁ ପଡ଼ିବ ନାହିଁ
- ନରେନ୍ଦ୍ର ମୋଦୀଙ୍କ କ୍ୟାବିନେଟର 6 ଟି ବୈଠକରେ ବଡ଼ ନିଷ୍ପତ୍ତି
- ଆସନ୍ତା କାଲି ଠାରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ
- ବଢିଲା ବିଜେଡି ନେତାଙ୍କ ଅଡୁଆ, ପ୍ରୀତିରଞ୍ଜନ ଘଡେଇ ଙ୍କ ନାଁରେ ଏତଲା
- ଆଣ୍ଡାମାନ ଓ ନିକୋବର ଦ୍ଵୀପପୁଞ୍ଜରେ ଭୂକମ୍ପ ଝଟକା
Next Post