୨୦୨୪ ସାଧାରଣ ନିର୍ବାଚନର କିଛି ମାସ ପୂର୍ବରୁ ୫ଟି ରାଜ୍ୟର ବିଧାନସଭା ନିର୍ବାଚନକୁ ସେମିଫାଇନାଲ୍ ଭାବେ ଦେଖାଯାଉଛି। ଛତିଶଗଡ଼ରେ ଆଜି ପ୍ରଥମ ପର୍ଯ୍ୟାୟରେ ୨୦ଟି ଆସନ ପାଇଁ ମତଦାନ ହୋଇଥିବା ବେଳେ ମିଜୋରାମରେ ସମସ୍ତ ୪୦ ଆସନ ପାଇଁ ଭୋଟ୍ ଗ୍ରହଣ ହୋଇଛି।ମିଜୋରାମରେ ଆଜି ୭୭.୦୪ ପ୍ରତିଶତ ଭୋଟର୍ ସେମାନଙ୍କ ମତାଧିକାର ସାବ୍ୟସ୍ତ କରିଛନ୍ତି ଏବଂ ଛତିଶଗଡ଼ରେ ୭୧ ପ୍ରତିଶତ ମତଦାନ ହୋଇଛି। ୨୦୧୮ରେ ଛତିଶଗଡ଼ରେ ୭୭ ପ୍ରତିଶତ ଓ ମିଜୋରାମରେ ୮୧ ପ୍ରତିଶତ ମତଦାନ ହୋଇଥିଲା।
Trending
- ଜେଲରୁ ମୁକୁଳିଲେ ଜଗା ପ୍ରଧାନ
- ୧୪ରୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି
- ଭାରତ ଏକ ଧର୍ମଶାଳା ନୁହେଁ
- ସରକାରଙ୍କ ସହ ଡ୍ରାଇଭର ମହାସଂଘର ଆଲୋଚନାରୁ ବାହାରିଲାନି ନିଷ୍କର୍ସ,ଆନ୍ଦୋଳନ ଜାରି
- ୬ଦଫା ଦାବିରେ ଦେଶବ୍ୟାପି ଶ୍ରମିକ ସଙ୍ଗଠନ ପକ୍ଷରୁର ଆଜି ଭାରତ ବନ୍ଦ ଡାକରା
- ଦିଲ୍ଲୀରେ ସମସ୍ତ ମାଂସ ଦୋକାନ ବନ୍ଦ
- ଆଜି ମୁଣ୍ଡୁଳିରେ ପହଞ୍ଚିବ ହୀରାକୁଦ ପାଣି
- ଆଜି ଠୁ ରାଜ୍ୟବ୍ୟାପୀ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ
- ରଥ ଉପରେ ଭାଙ୍ଗିଲା ଅଧର ହାଣ୍ଡି
- ହାତୀ ପୁଣି ଥରେ ମନମୋହନ ସାମଲଙ୍କ ମୁଣ୍ଡ ଉପରେ ସୁନା କଳସ ଢାଳିଛି,ନିର୍ବିବାଦୀୟ ଭାବରେ ରାଜ୍ୟ ବିଜେପି ସଭାପତି ହୋଇଛନ୍ତି
Prev Post