ରାଜ୍ୟ ଘରୋଇ ବସ୍ ମାଲିକ ସଂଘର ୫ ଦଫା ଦାବି ପୂରଣ ନହେଲେ ଆସନ୍ତା ଡିସେମ୍ବର ୧ ତାରିଖରୁ ରାଜ୍ୟରେ ଘରୋଇ ବସ୍ ଚଳାଚଳ ବନ୍ଦ ରହିବ ବୋଲି ସଂଘ ଚେତାବନୀ ଦେଇଛି। ବୁଧବାର ଭବାନୀପାଟଣାସ୍ଥିତ ଏସ୍ଏନ କନ୍ଫରେନ୍ସ ହଲ୍ରେ ଅନୁଷ୍ଠିତ ସଂଘର ସାଧାରଣ ପରିଷଦ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଏହି ବୈଠକରେ ୩୦ଟି ଜିଲ୍ଲା ର ସବୁ ଘରୋଇ ବସ ମାଲିକ ସଂଘ କର୍ମକର୍ତ୍ତା ଯୋଗ ଦେଇଥିଲେ । ଲକ୍ଷ୍ମୀ ବସ ଯୋଜନାରେ ବସ ଚଳାଚଳ ସଂପର୍କରେ ଗୁରୁତ୍ବପୂର୍ଣ ଆଲୋଚନା ହୋଇଛି । ଏସବୁ ଦାବିକୁ ନେଇ ଆସନ୍ତା ୨୨ ତାରିଖ ଦିନ ଭୁବନେଶ୍ଵରରେ ସଂଘର ଏକ ବିରାଟ ସମାବେଶ ହେବ। ଆବଶ୍ୟକ ସ୍ଥଳେ ବିଧାନସଭା ଆଗରେ ଧାରଣା ଦିଆଯିବ ବୋଲି ସଂଘ ନିଷ୍ପତ୍ତି ନେଇଛି।
Trending
- ପବିତ୍ର ଅକ୍ଷୟ ତୃତୀୟା,ମାଟି ମାଆ ଓ ମା ଲକ୍ଷ୍ମୀଙ୍କ ଆରାଧନା ସହ ଚାଷ ପାଇଁ ଆଜି ହୁଏ ଅଖି ମୁଠି ଅନୁକୂଳ
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
- ଅସହ୍ୟ ଗରମ କାରଣରୁ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା,ଏପ୍ରିଲ ୨୧ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ ଜିଲ୍ଲାପାଳ
Prev Post
Next Post