ଇଣ୍ଡୋନେସିଆର ବାନ୍ଦା ସାଗରରେ ବୁଧବାର ଏକ ଭୂକମ୍ପ ଅନୁଭୂତ ହୋଇଛି। ଏହି ଭୂକମ୍ପର ତୀବ୍ରତା ୬.୯ ରହିଥିବା ଯୁକ୍ତରାଷ୍ଟ୍ରର ଭୂବୈଜ୍ଞାନିକ ସର୍ବେକ୍ଷଣ ରିପୋର୍ଟରେ କୁହାଯାଇଛି। ନ୍ୟାଶନାଲ ସେଣ୍ଟର ଫର ସେସମୋଲୋଜି ଅନୁଯାୟୀ ଇଣ୍ଡୋନେସିଆ ସମୟ ପୂର୍ବାହ୍ନ ୧୦.୨୩ ସମୟରେ ଦେଶର ବାନ୍ଦା ସାଗରରେ ପ୍ରବଳ ଭୂକମ୍ପ ଅନୁଭୂତ ହୋଇଛି। ଭୂକମ୍ପ ଯୋଗୁ ଏ ପର୍ଯ୍ୟନ୍ତ କୌଣସି କ୍ଷୟକ୍ଷତିର ଖବର ମିଳିନାହିଁ।
Trending
- ଆଜିଠୁ ଜୁଲାଇ ୩୧ ତାରିଖ ଯାଏଁ ଭିତରକନିକା ବନ୍ଦ
- ବେଆଇନ ଲଘୁଖଣିଜ ପଦାର୍ଥ ଚୋରାଚାଲାଣ ପୋଲିସର ଚଢାଉ ୯ଗାଡି ଜବତ ୮ଡ୍ରାଇଭର ଅଟକ
- ଅକ୍ଷୟ ତୃତୀୟା ଅବସରରେ ୫୦ ଲକ୍ଷରୁ ଊର୍ଦ୍ଧ୍ବ ଚାଷୀଙ୍କୁ ୧ ହଜାର କୋଟି ଟଙ୍କାର ସହାୟତା ରାଶି ବାଣ୍ଟିଛନ୍ତି ମୁଖ୍ୟମନ୍ତ୍ରୀ
- ଆଗାମୀ ଜନଗଣନା ପ୍ରକ୍ରିୟାରେ ଜାତିଗଣନାକୁ ଅନ୍ତର୍ଭୁକ୍ତ ହେବ
- ବୋମା ମାଡ଼ ଘଟଣା ୩ଅଭିଯୁକ୍ତ ଗିରଫ
- ନିଆଁ ଲାଗି ପୋଡିଗଲା ୩ବଖରା ଚାଳ ଘର ଓ ଗୋଟିଏ ଦୋକାନ ଗୃହ
- ଟାଙ୍ଗୀ ବ୍ଲକ କଂଗ୍ରେସ ର ମହମବତୀ ଶୋଭାଯାତ୍ରା
- ପହଲଗାମ ଆତଙ୍କୀ ଆକ୍ରମଣ ଘଟଣାର ଦୋଷୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଆଜିର ବୈଠକରେ ନିର୍ଦ୍ଦେଶ ଦେଇଛନ୍ତି ମୋଦୀ
- ପୁଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି ୨୪ ମାଓବାଦୀ
- ବିଭିନ୍ନ କ୍ଷେତ୍ରରେ ବଳିଷ୍ଠ ଅବଦାନ ପାଇଁ ୭୧ ଜଣଙ୍କୁ ପଦ୍ମ ସମ୍ମାନରେ ସମ୍ମାନିତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
Prev Post
Next Post