ମୟୁରଭଞ୍ଜ ଜିଲ୍ଲାର ଅମର୍ଦ୍ଧା ଏୟାରଷ୍ଟ୍ରିପ୍କୁ ଏକ ବ୍ୟବସାୟିକ ବିମାନ ବନ୍ଦର ଭାବେ ବିକଶିତ କରିବା ପାଇଁ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ପକ୍ଷରୁ ୪୫ କୋଟି ଟଙ୍କା ମଞ୍ଜୁର କରାଯାଇଛି । ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଏହି ଅର୍ଥରାଶି ମଞ୍ଜୁର କରିଥିବା ନେଇ କେନ୍ଦ୍ର ଆଦିବାସୀ ବ୍ୟାପାର ତଥା ଜଳସମ୍ପଦ ରାଷ୍ଟ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁଙ୍କୁ ଏକ ପତ୍ର ଲେଖି ଜଣାଇଛନ୍ତି ।
Trending
- ଧର୍ମଶାଳା ପରେ ବଡ଼ଚଣାରେ ବିଜେଡିକୁ ଝଟ୍କା
- ଆମେ ଆମର ନୈତିକ ମୂଲ୍ୟବୋଧର ସ୍ତରକୁ ତଳକୁ ଖସିଯିବାକୁ ଦେବା ଉଚିତ ନୁହେଁ
- ମହିଳା ନିଯୁକ୍ତି ହାର ଦ୍ୱିଗୁଣିତ ହୋଇଛି
- ଖେଲୋ ଇଣ୍ଡିଆ ଜଳ କ୍ରୀଡ଼ା ମହୋତ୍ସବ
- ରାଜ୍ୟ ସରକାରଙ୍କ ପକ୍ଷରୁ ‘ଆମ ଶାସନ’ ବ୍ୟବସ୍ଥା ଆରମ୍ଭ
- ରାଜ୍ୟ କ୍ୟାବିନେଟ ବୈଠକରେ ୪ ଟି ପ୍ରସ୍ତାବକୁ ମିଳିଛି ଅନୁମୋଦନ
- ନବୀନ ନିବାସରେ ରାଜ୍ୟପାଳ ହରିବାବୁ କମ୍ଭମପତି
- ପୁଲିସ୍ ଏସ୍ଆଇଙ୍କୁ ମାଡ଼ିବସିଲା ଭିଜିଲାନ୍ସ
- ବାୟୁ ପ୍ରତିରକ୍ଷା ଯୁଦ୍ଧାସ୍ତ୍ର ପ୍ରଣାଳୀର ପ୍ରଥମ ସଫଳ ପରୀକ୍ଷଣ
- ପୂର୍ବାଞ୍ଚଳ ବେସାମରିକ ବିମାନ ଚଳାଚଳ ସମ୍ମିଳନୀ
Prev Post
Next Post