ଭିଜିବ ଓଡ଼ିଶା । ଦକ୍ଷିଣ ଆଣ୍ଡମାନ ସାଗରରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ କ୍ଷେତ୍ର। ଆଜି ଏହା ଲଘୁଚାପରେ ପରିଣତ ହେବ । ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ଅଧିକ ଘନୀଭୂତ ହେବ ସମ୍ଭାବ୍ୟ ଲଘୁଚାପ । ୧୬ ତାରିଖ ବେଳକୁ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆହୁରି ଘନୀଭୂତ ହୋଇ ଅବପାତର ରୂପ ନେବା ସମ୍ଭାବନା ରହିଛି ।ଲଘୁଚାପ ପ୍ରଭାବରେ କାଲିଠାରୁ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ୧୬ତାରିଖରେ ବଢିବ ବର୍ଷା ପରିମାଣ। ୧୬ରେ ପ୍ରବଳ ବର୍ଷା ନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ୧୭ତାରିଖ ପର୍ଯ୍ୟନ୍ତ ଲାଗି ରହିବ ବର୍ଷା। ଲଘୁଚାପ ପ୍ରଭାବରେ ଅଶାନ୍ତ ରହିବ ବଙ୍ଗୋପସାଗର। ଘଣ୍ଟା ପ୍ରତି ୫୫ରୁ ୬୫ କିମି
Trending
- ବୁଲା କୁକୁରଙ୍କୁ ମାଂସ ଦିଆଯିବ ନାହିଁ
- ହୀରାକୁଦର ୪ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟା ଜଳ
- ବୁଲା କୁକୁରଙ୍କୁ ଆଉ ବଳକା ମାଂସ ଦିଆଯିବନି
- ଏସ୍ଆଇଆର୍ ବିବାଦ : କଟିଥିବା ଭୋଟର ଅଭିଯୋଗ କରୁନାହାଁନ୍ତି
- ମୋଦି କହିଲେ ଜେଲ୍ରୁ କେହି ନିର୍ଦ୍ଦେଶ ଦେଇପାରିବେନି
- ବଦଳିଲେ ୮ ଜିଲ୍ଲା ଏସ୍ପି
- ଇସ୍ରୋର ପ୍ରଥମ ଗଗନଯାନ ପରୀକ୍ଷଣ
- ପ୍ରାର୍ଥିପତ୍ର ଦାଖଲ କଲେ ସୁଦର୍ଶନ ରେଡ୍ଡୀ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଟେଲିଫୋନରେ କଥା ହେଲେ ଫ୍ରାନ୍ସ ରାଷ୍ଟ୍ରପତି ମାକ୍ରୋଁ
- ୩୮୦ ଗଣପତି ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରିବ
Prev Post
Next Post