ଆସନ୍ତା ୨୧ ହେବରିଖରେ ରାଜ୍ୟ ବିଧାନସଭାର ଉପବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହେବ । ଏନେଇ ସମସ୍ତ ସଦସ୍ୟଙ୍କୁ ବିଧାନସଭା ସଚିବ ଚିଠି ଲେଖିଛନ୍ତି । ୨୧ ତାରିଖ ସକାଳ ୯ଟା ୩୦ ମିନିଟରେ ଏହି ନିର୍ବାଚନ ହେବ । ଗତ ୮ ତାରିଖରେ ବିଧାନସଭା ଉପବାଚସ୍ପତି ପଦରୁ ରଜନୀକାନ୍ତ ସିଂହ ଇସ୍ତଫା ଦେଇଥିଲେ । ତା’ ପରଠାରୁ ଉକ୍ତ ପଦ ଖାଲି ପଡ଼ିଥିଲା । ତେଣୁ ନିର୍ବାଚନ ପାଇଁ ତାରିଖ ଘୋଷଣା କରାଯାଇଛି ।
Trending
- ମହାନଦୀର ଗଭୀର ଜଳ ରାଶି ଭିତରେ ଚେସ ଖେଳିଲେ ସୂର୍ଯ୍ୟବଂଶୀ ସୂରଜ
- ବିବାହ ବନ୍ଧନରେ ବାନ୍ଧି ହେଲେ କେଜ୍ରିଓ୍ବାଲଙ୍କ ଝିଅ ହର୍ଷିତା
- ପୁରୀ ଚନ୍ଦନା ଯାତ୍ରାରେ ବାଣରେ ଲାଗିଲା ରୋକ
- ଆଜି ଓଡିଶା ଆସିବେ ପି.କେ. ମିଶ୍ର
- ସ୍ମାର୍ଟ ସିଟି ଓ ଟ୍ଵିନ୍ ସିଟିରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା
- ନରେନ୍ଦ୍ର ମୋଦୀଙ୍କୁ ଭେଟି ୱାକଫ ସଂଶୋଧନ ଆଇନ ପାଇଁ ଧନ୍ୟବାଦ ଜଣାଇଛନ୍ତି ଦାଉଦୀ ବୋହରା ସମ୍ପ୍ରଦାୟର ଲୋକମାନେ
- କେନ୍ଦ୍ର ସରକାରଙ୍କ ଉଦ୍ୟମରେ ଆଜି ଓଡ଼ିଶାକୁ ୪୦୦୦ କୋଟି ଟଙ୍କାରୁ ଊର୍ଦ୍ଧ୍ବର ପ୍ରକଳ୍ପ ଭେଟି ମିଳିଛି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭାରତ ଗସ୍ତରେ ଆସିବେ ଆମେରିକା ଉପରାଷ୍ଟ୍ରପତି
- ଭାଷା ବିଭାଜନର କାରଣ ହେବା ଉଚିତ ନୁହେଁ
- ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ପୋଡି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି
Prev Post