କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ନିଯୁକ୍ତି ବିଜ୍ଞପ୍ତି ଜାରି କରାଯାଇଛି । ପ୍ରାର୍ଥୀଙ୍କୁ ରିସର୍ଚ୍ଚ ଆସିଷ୍ଟାଣ୍ଟ, ଟେକ୍ନିସିଆନ, ଲାବୋରେଟୋରୀ ଆଟେଣ୍ଡାଣ୍ଟ, ଲାବୋରେଟୋରୀ ଆସିଷ୍ଟାଣ୍ଟ ଗ୍ରେଡ-୨, ଇନସେକ୍ଟ କଲେକ୍ଟର, ଟେକ୍ନିସିଆନ, ଲାବୋରେଟୋରୀ ଟେକ୍ନିସିଆନ, ହେଲଥ ଇନ୍ସପେକ୍ଟର ଆଦି ପଦରେ ନିଯୁକ୍ତି ଦିଆଯିବ ନଭେମ୍ବର ମାସ ୧୦ ତାରିଖରୁ ଅନଲାଇନ୍ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇ ୩୦ ତାରିଖରେ ସମାପ୍ତ ହେବ । ଡିସେମ୍ବର ମାସ ୧ ତାରିଖ ସୁଦ୍ଧା ପ୍ରାର୍ଥୀମାନେ ଅନଲାଇନରେ ପେମେଣ୍ଟ ଦାଖଲ କରିପାରିବେ । ଆବେଦନର ଅନ୍ତିମ ତାରିଖ ସୁଦ୍ଧା ପ୍ରାର୍ଥୀଙ୍କର ସର୍ବନିମ୍ନ ବୟସ ୧୮ ଓ ସର୍ବାଧିକ ବୟସ ୩୫ ବର୍ଷ ହୋଇଥିବା ଆବଶ୍ୟକ । ବୟସ କୋହଳ ନିୟମ ଅନୁଯାୟୀ ଧାର୍ଯ୍ୟ କରାଯିବ ।
Trending
- ରାହୁଲ ଦେଶରେ ନିଆଁ ଲଗାଇବାକୁ ଚାହୁଁଛନ୍ତି : ବିଜେପି
- ଶୁଭମିତ୍ରା ହତ୍ୟାକାରୀ ଦୀପକଙ୍କ ଗୁମର ଫିଟୁଛି
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
Prev Post
Next Post