ଆସୁଛି ସାମୁଦ୍ରିକ ଝଡ଼

ଓଡ଼ିଶା ଉପରେ ନାହିଁ ପ୍ରଭାବ

ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ବାତ୍ୟା । ଗଭୀର ଅବପାତ ଅଧିକ ଘନୀଭୂତ ହୋଇ କାଲି ସାମୁଦ୍ରିକ ଝଡ଼ରେ ପରିଣତ ହେବା ସମ୍ଭାବନା ରହିଛି । ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ସମ୍ଭାବ୍ୟ ବାତ୍ୟା ନେଇ ସୂଚନା ଦେଇଛନ୍ତି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ବୈଜ୍ଞାନିକ ଉମାଶଙ୍କର ଦାସ ।