ରାତିରେ ୭ ରୁ ୮ ଘଣ୍ଟା ଶୋଇବା ପରେ ମଧ୍ୟ କ୍ଳାନ୍ତ ଅନୁଭବ କରୁଛନ୍ତି, ତେବେ ଏହା ଆପଣଙ୍କ ସ୍ୱାସ୍ଥ୍ୟ ପାଇଁ ଠିକ୍ ନୁହେଁ । ଦିନସାରା ଆମ ବଡିରେ କେତେ ଏନର୍ଜି ରହିବ ତାହା ଆମ ଖାଦ୍ୟ ଉପରେ ନିର୍ଭର କରିଥାଏ । ଆମ ଖାଦ୍ୟରେ ଅନେକ ଭିଟାମିନ୍ ଏବଂ ମିନେରାଲ୍ସ ଅଛି ଯାହା ଶରୀରରେ ମେଟାବୋଲିଜିମ୍ ବଢାଇ ଥାଏ ଏବଂ ଶକ୍ତି ମଧ୍ୟ ବୃଦ୍ଧି କରିବାରେ ସାହାଯ୍ୟ କରିଥାଏ । ଯେତେବେଳେ ଶରୀରରେ କୌଣସି ପୋଷକ ତତ୍ତ୍ୱର ଅଭାବ ଥାଏ, ସେତେବେଳେ ସ୍ୱାସ୍ଥ୍ୟ ଉପରେ ନକାରାତ୍ମକ ପ୍ରଭାବ ପଡିଥାଏ । ସୂଚନା ଅନୁସାରେ,ଡକ୍ତର ଆୟୁଷ ଯାଦବ କହିଛନ୍ତି ଯେ ଥକାପଣର କାରଣ କେତେକ ପୋଷକ ତତ୍ତ୍ୱର ଅଭାବ ହୋଇପାରେ । ସେଥିପାଇଁ ଆମେ ଆଜି ଆପଣମାନଙ୍କୁ ଏହି ସମ୍ଭନ୍ଧୀୟ କିଛି କଥା ଜଣାଇବୁ ।ଯଦି ଶରୀରରେ ଏହି ପୋଷକ ତତ୍ତ୍ୱର ଅଭାବ ହୁଏ, ତେବେ ଥକାପଣ ଏବଂ ଦୁର୍ବଳ ଲାଗିଥାଏ । ତେବେ ଏହି ସମସ୍ୟାକୁ ଦୂର କରିବା ପାଇଁ ଆପଣଙ୍କୁ ମାଂସ, ମାଛ, ଅଣ୍ଡା ଏବଂ କ୍ଷୀର ଜାତିୟ ପଦାର୍ଥ ଖାଇବା ଉଚିତ୍ ।ଶରୀରର କୋଷ ମଧ୍ୟରେ ଅକ୍ସିଜନ୍ ଦେବା ପାଇଁ ଆଇରନ୍ ଅନେକ ସାହାଯ୍ୟ କରିଥାଏ । ଆମ ଶରୀରରେ ଏହାର ଅଭାବ ଯୋଗୁ ଏନିମିୟା ଥପାପଣ ଭଳି ରୋଗ ହୋଇପାରେ । ଏହି ଅଭାବକୁ ଦୂର କରିବା ପାଇଁ, ରେଡ୍ ମିଟ୍, ବିନ୍ସ, ମସୁର ଡାଲି, ପାଳଙ୍ଗ ଏବଂ ଫେଟିଫାଇଡ୍ ଖାଦ୍ୟ ସେବନ କରିବା ଉଚିତ ।
Trending
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
- ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର
- ଆଜିଠୁ ପୁରୀରେ ଆରମ୍ଭ ହେବ ବ୍ରିକ୍ସ ସମ୍ମିଳନୀ,ବିପର୍ଯ୍ୟୟ ମୁକାବିଲାର ଗୁରୁମନ୍ତ୍ର ଶିଖାଇବ ଓଡ଼ିଶା
- STF ର DIG ଭାବେ ଦାୟିତ୍ୱ ଗ୍ରହଣ କଲେ ଆଇପିଏସ ଡକ୍ଟର କନୱର ବିଶାଲ ସିଂହ
- ସବୁଠୁ ଅଧିକ ସମୟ ଯାଏ ନିର୍ବାଚିତ ପ୍ରଧାନମନ୍ତ୍ରୀ ହେବାର ରେକର୍ଡ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ , ଭାଙ୍ଗିବେ ନେହରୁଙ୍କ ରେକର୍ଡ
- ଫାର୍ମ ହାଉସରୁ ମିଳିଲା ହାତୀର ମୃତଦେହ
- ରାଜ୍ୟ କ୍ୟାବିନେଟ: ଆସିବ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ
- ଦିଲ୍ଲୀ ଗଲେ ନବୀନ
- ଓଡ଼ିଶା ସରକାରଙ୍କ ନୂଆ ନିର୍ଦ୍ଦେଶନାମା ,ଆଜି ଠାରୁ କେବଳ କିଣାହେବ ଇଭି ଯାନ
Prev Post
Next Post