ଗୋଟିଏ ପରେ ଗୋଟିଏ ଜିଲ୍ଲାକୁ ଖୁସି ଖବର ଦେଉଛନ୍ତି ରାଜ୍ୟ ସରକାର । ଜନସାଧାରଣଙ୍କ ଯାତାୟାତ ସୁବିଧାକୁ ଦୃଷ୍ଟିରେ ରଖି ପ୍ରତି ଗାଁ’ରେ ସରକାରୀ ବସ ପହଞ୍ଚା ଯାଉଛି । ଏହି କ୍ରମରେ ଆସନ୍ତା ୨୫ ତାରିଖରୁ ରାୟଗଡା ଜିଲ୍ଲାରେ ଲକ୍ଷ୍ମୀ ବସ୍ ଗଡିବା ନେଇ ସୂଚନା ମିଳିଛି ।ସୂଚନା ଅନୁଯାୟୀ, ଜିଲ୍ଲାର ୧୧ଟି ବ୍ଲକରେ ମୋଟ ୨୯୮ ବସ ରହଣି ସ୍ଥଳ ରହିଥିବା ବେଳେ ଆସନ୍ତା ୨୫ରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଏହା ଶୁଭାରମ୍ଭ ହେବ । ଯାହାକୁ ନେଇ ଆଜି ରାୟଗଡା ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ସ୍ୱଧା ଦେବ ସିଂଙ୍କ ଅଧକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା । ଲକ୍ଷ୍ମୀ ବସ ଏବଂ ସମସ୍ତ ରହଣି ସ୍ଥଳରେ ବସ ଅଟକିବା ସହ ଜନସାଧାରଣଙ୍କ ଯାତାୟତରେ ସମ୍ପୁର୍ଣ୍ଣ ସହଯୋଗ କରାଯିବ ।
Trending
- ଆମେ ପ୍ରତିଶ୍ରୃତି ଦେଇଥିବା ୨୧ଟି କାର୍ଯ୍ୟକ୍ରମ ମଧ୍ୟରୁ ଏକ ବର୍ଷ ଭିତରେ ୧୧ଟି କାର୍ଯ୍ୟକାରୀ କରିଛୁ- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ନିର୍ମାଣାଧୀନ ୬ ମହଲା କୋଠାରୁ ପଡ଼ି ଜଣେ ଶ୍ରମିକ ମୃତ
- ଯବାନଙ୍କ ଗୁଳିରେ 7 ମାଓବାଦୀ ଗିରଫ
- କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ ଅସୁସ୍ଥ ,ଡାକ୍ତରଖାନାରେ ଭର୍ତ୍ତି
- 4 ଟି ପ୍ରସ୍ତାବ ବାଜିଲା କ୍ୟାବିନେଟ ମୋହର , ମୁଖ୍ୟମନ୍ତ୍ରୀ ସହରୀ ବିକାଶ ଯୋଜାନା କୁ ମିଳିଲା ଅନୁମୋଦନ
- ବିକଶିତ କୋଟିଆ ପାଇଁ ମାଷ୍ଟର ପ୍ଲାନ
- ରାଜ୍ୟରେ ଆଉ ୭ ନୂଆ କୋଭିଡ ପଜିଟିଭ୍ ଚିହ୍ନଟ
- ଆଜି ରୁକ୍ମିଣୀ ହରଣ ଏକାଦଶୀ , ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୂ ଶ୍ରୀଜଗନ୍ନାଥଙ୍କ ବିବାହ ଉତ୍ସବ
- ବିଶ୍ଵର ସର୍ବୋଚ୍ଚ ସେତୁ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
- ବସିବ କେନ୍ଦ୍ର ମନ୍ତ୍ରୀ ପରିଷଦ ବୈଠକ
Prev Post