ଆଜିବି ଖରାପ ସ୍ଥିତିରେ ରହିଛି ବାୟୁର ଗୁଣବତ୍ତା ମାନ । ଜାତୀୟ ରାଜଧାନୀ ଦିଲ୍ଲୀରେ ଏୟାର କ୍ବାଲିଟି ଇଣ୍ଡେକ୍ସ ୩୯୮ ରେକର୍ଡ ହୋଇଛି। ଗତକାଲି ତୁଳନାରେ କିଛି ସ୍ଥାନରେ ବାୟୁରମାନରେ ସାମାନ୍ୟ ସୁଧାର ଆସିଥିଲେ ମଧ୍ୟ ଖରାପ ସ୍ଥିତିରେ ରହିଛି । ବିଷ ବାୟୁରେ ଅଣନିଶ୍ବାସୀ ହୋଇ ପଡିଛନ୍ତି ରାଜଧାନୀବାସୀ ।କେବଳ ଦିଲ୍ଲୀ ନୁହଁ ଆଖପାଖ ରାଜ୍ୟରେ ମଧ୍ୟ ପ୍ରଦୂଷଣର ମାତ୍ରା ବଢିଛି । ହରିୟାଣା, ଉତ୍ତରପ୍ରଦେଶ, ରାଜସ୍ଥାନର ଅନେକ ସ୍ଥାନରେ ପ୍ରଦୂଷଣର ମାତ୍ରା ଅତି ଖରାପ ସ୍ଥିତିରେ ରହିଛି । ବାୟୁର ମାନରେ ସୁଧାର ଆସୁନଥିବାରୁ କେନ୍ଦ୍ରର ସହାୟତା ଲୋଡ଼ିଲେ ଦିଲ୍ଲୀ ପରିବେଶ ମନ୍ତ୍ରୀ ଗୋପାଳ ରାୟ । କଟକଣାକୁ ନେଇ ଗ୍ରେଡେଡ ରେସପନ୍ସ ଆକ୍ସନ ପ୍ଲାନ୍ GRAP ନିୟମକୁ କଡ଼ାକଡ଼ା ଭାବେ ଲାଗୁ କରିବାକୁ ୬ ଜଣିଆ କମିଟି ଗଠନ କରାଯାଇଛି । ପରିବେଶ ବିଭାଗ ସଚିବଙ୍କ ନେତୃତ୍ବରେ ଏହି କମିଟି ଗଠନ କରାଯାଇଛି। ଦିଲ୍ଲୀରେ ପ୍ରଦୂଷଣ ବଢିଥିବାରୁ ମୁଖ୍ୟତଃ ଶିଶୁଙ୍କ ସ୍ବାସ୍ଥ୍ୟ ଉପରେ ଏହାର ଅଧିକ କୁପ୍ରଭାବ ପଡୁଛି ।
Trending
- ବ୍ୟକ୍ତିଗତ କାରଣରୁ ରାଜ୍ୟ ବାହାରକୁ କିମ୍ବା ବିଦେଶ ଯିବା ପାଇଁ ଅତି କମ୍ ରେ ୨୧ ଦିନ ପୂର୍ବରୁ ଛୁଟି ଆବେଦନ କରିବାକୁ ନିର୍ଦ୍ଦେଶ ଜାରି
- ବାହୁଡ଼ା ଯାତ୍ରା ବେଳେ ପୁଣି ଜଣେ ଶ୍ରଦ୍ଧାଳୁଙ୍କ ମୃତ୍ୟୁ, ମୃତକ ଜଣକ କଟକର ଅବିରାମ ଦାସ
- ପେପର ଲିକ୍ ପାଇଁ ଦୋଷୀ ସାବ୍ୟସ୍ତ ହୋଇଥିବା ଲୋକଙ୍କୁ ୧୦ ବର୍ଷ ଜେଲ୍ ଦଣ୍ଡ ଏବଂ ୧୦ କୋଟିର ଜରିମାନା ଦେବାକୁ ପଡ଼ିବ
- ଆଜି ପବିତ୍ର ବାହୁଡ଼ା ଯାତ୍ରା, କାଳିଆର ପହଣ୍ଡି ବିଜେ ,ସାଆନ୍ତକୁ ଦେଖିବା ପାଇଁ କାହିଁ କେତେ ଦୂରରୁ ଧାଇଁ ଆସିଛି ଭକ୍ତ
- ଅଗଷ୍ଟ ୧୬ରେ ଡିଜିପି ଖୁରାନିଆଙ୍କ ଅବସର,ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି
- ୨୬ ଦିନର ଅନଶନ ଭାଙ୍ଗିଲେ ସୋନମ ୱାଙ୍ଗଚୁକ,ଅହିଂସାର ପଥରେ ଆନ୍ଦୋଳନ ଜାରି ରଖିବାକୁ ଦେଲେ ଆହ୍ୱାନ
- ଆଜି ପବିତ୍ର ବାହୁଡ଼ା ଯାତ୍ରା , ଜନ୍ମବେଦୀରୁ ଶ୍ରୀମନ୍ଦିରକୁ ଫେରିବେ ଚତୁର୍ଦ୍ଧାବିଗ୍ରହ
- ଆସନ୍ତାକାଲି ଶ୍ରୀମନ୍ଦିରକୁ ବାହୁଡ଼ିବେ ଶ୍ରୀଜିଉ,ଆଜି ନବମୀ ତିଥିରେ ସନ୍ଧ୍ୟା ଦର୍ଶନ କରିବେ ଭକ୍ତ
- ଛାତ୍ରଙ୍କ ସମର୍ଥନରେ ବାହାରିଲେ ସାମାଜିକ କାର୍ଯ୍ୟକର୍ତ୍ତା ଆନ୍ନା ହଜାରେ,ମହାତ୍ମା ଗାନ୍ଧିଙ୍କ ପ୍ରତିମା ନିକଟରେ ୨ ଘଣ୍ଟା ମୌନ ବ୍ରତ କରିଛନ୍ତି ଆନ୍ନା
- ବିଲକୁ ଓଲଟିଲା ଘରୋଇ ବସ୍,୪୦ ଆହତ
Prev Post
Next Post