କମ୍ ଦାମରେ ବଢ଼ିଆ ଫିଚର ସହିତ ଦମଦାର ଫୋନ୍ କିଣିବାକୁ ପ୍ଲାନ୍ କରୁଛନ୍ତି । ଯଦି ଆପଣ ମଧ୍ୟ କମ୍ ଦାମରେ ଏକ ଭଲ ସ୍ମାର୍ଟଫୋନ୍ କିଣିବାକୁ ପ୍ଲାନ୍ କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଖୁସି ଖବର ଅଛି । ଆମାଜନରେ Vivo Y17 ଫୋନରେ ଭଲ ଡିସକାଉଣ୍ଟ ମିଳୁଛି । ଏହା ବ୍ୟତୀତ ଆପଣଙ୍କ ନିକଟରେ ପୁରୁଣା ଫୋନ ଥିଲେ ଆପଣ ଏହି ଫୋନର ଦାମକୁ ଆହୁରି କମାଇ ପାରିବେ । ତେବେ ଆସନ୍ତୁ ଜାଣିବା ଏହି ଫୋନର ଡିଟେଲ୍ସ ଏବଂ ଏଥିରେ କେତେ ଡିସକାଉଣ୍ଟ ମିଳୁଛି ।Vivo Y17s ଫୋନ୍ ଫ୍ଲିପକାର୍ଟରେ ୨୮% ଡିସକାଉଣ୍ଟରେ ମିଳୁଛି । ଏହି ଡିସକାଉଣ୍ଟ ସ୍ମାର୍ଟଫୋନର MRP ରେ ଅଛି, ଯାହାର ଦାମ୍ ୧୫,୯୯୯ ଟଙ୍କା । ଏହା ଅନଲାଇନରେ ୧୧,୪୯୯ ଟଙ୍କାରେ ମିଳିଯିବ । ଯଦି ଆପଣ HDFC ବ୍ୟାଙ୍କ କାର୍ଡ ରେ ଟ୍ରାନଜାକ୍ସନ କରନ୍ତି, ତେବେ ଆପଣ ଏଥିରେ ୭୫୦ ଟଙ୍କାର ଡିସକାଉଣ୍ଟ ପାଇପାରିବେ ।
Trending
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
Prev Post