ଆରମ୍ଭ ହେବ ଭୁବନେଶ୍ବର ବାଲି ଯାତ୍ରା ମହୋତ୍ସବ । କାର୍ତ୍ତିକ ପୂର୍ଣ୍ଣିମା ଦିନ ଆରମ୍ଭ ହୋଇ ୫ ତାରିଖରେ ସରିବ ବାଲିଯାତ୍ରା। ହଜିଥିବା ପରମ୍ପରାକୁ ଆଗକୁ ଆଣିବ ବାଲିଯାତ୍ରା କମିଟି। ବଲିଉଡ ଓ ଓଲିଉଡ ନାଇଟରେ ଝୁମିବେ ରାଜଧାନୀବାସୀ।ବାଲିଯାତ୍ରାକୁ ନେଇ ଭୁବନେଶ୍ୱର ସର୍କିଟ ହାଉସରେ ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା । ଏଥିରେ ଉତ୍ତର ବିଧାୟକ ସୁଶାନ୍ତ ରାଉତଙ୍କ ସମେତ କମିଟିର ସଦସ୍ୟ ଓ ବିଭିନ୍ନ ବିଭାଗରର ଅଧିକାରୀମାନେ ଉପସ୍ଥିତି ଥିଲେ। ଆଲୋଚନାରେ ମୁଖ୍ୟତଃ ଟ୍ରାଫିକ ସମସ୍ୟା, ପାନୀୟ ଜଳକୁ ଗୁରୁତ୍ବ ଦିଆଯାଇଛି।
Trending
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
- ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର
- ଆଜିଠୁ ପୁରୀରେ ଆରମ୍ଭ ହେବ ବ୍ରିକ୍ସ ସମ୍ମିଳନୀ,ବିପର୍ଯ୍ୟୟ ମୁକାବିଲାର ଗୁରୁମନ୍ତ୍ର ଶିଖାଇବ ଓଡ଼ିଶା
- STF ର DIG ଭାବେ ଦାୟିତ୍ୱ ଗ୍ରହଣ କଲେ ଆଇପିଏସ ଡକ୍ଟର କନୱର ବିଶାଲ ସିଂହ
- ସବୁଠୁ ଅଧିକ ସମୟ ଯାଏ ନିର୍ବାଚିତ ପ୍ରଧାନମନ୍ତ୍ରୀ ହେବାର ରେକର୍ଡ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ , ଭାଙ୍ଗିବେ ନେହରୁଙ୍କ ରେକର୍ଡ
- ଫାର୍ମ ହାଉସରୁ ମିଳିଲା ହାତୀର ମୃତଦେହ
- ରାଜ୍ୟ କ୍ୟାବିନେଟ: ଆସିବ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ
- ଦିଲ୍ଲୀ ଗଲେ ନବୀନ
- ଓଡ଼ିଶା ସରକାରଙ୍କ ନୂଆ ନିର୍ଦ୍ଦେଶନାମା ,ଆଜି ଠାରୁ କେବଳ କିଣାହେବ ଇଭି ଯାନ
Prev Post
Next Post