ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ୩୩ତମ ଉଚ୍ଚସ୍ତରୀୟ ମଞ୍ଜୁରୀ କର୍ତ୍ତୃପକ୍ଷ (ଏଚ୍ଏଲ୍ସିଏ) ବୈଠକରେ ୮୪,୯୧୮.୭୫ କୋଟି ଟଙ୍କାର ୧୨ଟି ପ୍ରକଳ୍ପକୁ ମଞ୍ଜୁରୀ ପ୍ରଦାନ କରାଯାଇଛି। ଏହି ପ୍ରକଳ୍ପଗୁଡ଼ିକ କାର୍ଯ୍ୟକାରୀ ହେଲେ ରାଜ୍ୟରେ ୪୨,୨୮୧ଜଣଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ଓଡ଼ିଶାକୁ ଗ୍ରିନ୍ ହାଇଡ୍ରୋଜେନ୍ ହବ୍ରେ ପରିଣତ ଲାଗି ଏହି କ୍ଷେତ୍ରରେ ୪ଟି ପ୍ରକଳ୍ପ (କେନ୍ଦ୍ରାପଡ଼ା, ଯାଜପୁର, ରାୟଗଡ଼ା ଓ ମାଲକାନଗିରି)କୁ ମଞ୍ଜୁର କରାଯାଇଛି।
Trending
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
- ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଜୟନ୍ତୀ ପାଳିତ
Prev Post
Next Post