ଶୀତ ଦିନରେ ଥଣ୍ଡା ବଢ଼ିବା ସହ ବଢ଼ିବାରେ ଲାଗିଛି, ଜ୍ୱର ଓ ଥଣ୍ଡା ରୋଗୀଙ୍କ ସଂଖ୍ୟା । ଏଥିରୁ ମୁକ୍ତି ପାଇଁ ରୋଗୀ ଏଲେପାଥିକ୍ ଔଷଧ ଆଣି ଖାଉଛନ୍ତି । କାଶରୁ ମୁକ୍ତି ପାଇବା ପାଇଁ ଶିରପ ଖାଉଛନ୍ତି । ହେଲେ, ବାଡିରେ ଥିବା ତୁଳସୀ ପତ୍ର, ଅଁଳା, ତେଜପତ୍ର ଭଳି ଔଷଧିୟ ଗଛକୁ ଗୁରୁତ୍ୱ ଦେଇନଥାଉ । କିନ୍ତୁ ଏସବୁର ବ୍ୟବହାର ଦ୍ୱାରା ଥଣ୍ଡା, ଜ୍ୱର, କାଶ ଭଳି ରୋଗରୁ ଅନେକ ମାତ୍ରାରେ ଉପଶମ ମିଳିଥାଏ । ତୁଳସୀ ପତ୍ରର ରସ ବ୍ୟବହାର କେବଳ ଥଣ୍ଡା ଜ୍ୱର ନୁହେଁ, ଶୀତ ଦିନରେ ଆଂଠୁ ଗଣ୍ଠି ସମସ୍ୟା ମଧ୍ୟ ବଢ଼ି ଯାଇଥାଏ । ଯେଉଁମାନଙ୍କର ଆଣ୍ଠୁଗଣ୍ଠି ସମସ୍ୟା ରହିଛି,ଶୀତଦିନରେ ସେମାନେ ଯନ୍ତ୍ରଣା ଭୋଗିଥାନ୍ତି । ତେବେ ଆୟୁର୍ବେଦରେ ଏହାର ଉପଚାର ରହିଛି । ଆୟୁର୍ବେଦ ପଦ୍ଧତିରେ ବିଭିନ୍ନ ଚେରମୂଳରୁ ପ୍ରସ୍ତୁତ, ଔଷଧ ଓ ତେଲ ବ୍ୟବହାର ଦ୍ୱାରା ଆଠୁ ଗଣ୍ଠି ସମସ୍ୟାରୁ ମଧ୍ୟ ମୁକ୍ତି ମିଳିଥାଏ ବୋଲି କହିଛନ୍ତି ଆୟୁର୍ବେଦ ବିଶେଷଜ୍ଞ ।ଏଥିସହ ଶୀତ ଦିନ ଆସିଲେ ଲୋକମାନେ ବିଭିନ୍ନ ପ୍ରକାର ଚର୍ମ ରୋଗରେ ପୀଡିତ ହୋଇଥାନ୍ତି । ଯାହାର ଘରୋଇ ଉପଚାର ରହିଛି ।
Trending
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
Next Post