ଓଡିଶାରେ ପହଞ୍ଚିଲେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ନିର୍ଦ୍ଧାରିତ ସମୟର ୨୦ ମିନିଟ ପୂର୍ବରୁ ସେ ପହଞ୍ଚିଥିବା ଦେଖିବାକୁ ମିଳିଛି। ବାୟୁ ସେନାର ଏକ ସ୍ୱତନ୍ତ୍ର ବିମାନ ଯୋଗେ ସେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛନ୍ତି।ସୂଚନା ଥାଉକି, ପାରାଦୀପ ବୋଇତ ବନ୍ଦାଣ ଉତ୍ସବରେ ରାଷ୍ଟ୍ରପତିଙ୍କ ଯୋଗ ଦେବାର କାର୍ୟ୍ୟକ୍ରମ ରହିଛି। ଆସନ୍ତା ୨୭ ତାରିଖ ସକାଳ ୧୦ଟାରୁ ଏହି ଉତ୍ସବରେ ଯୋଗଦେବେ।
Trending
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
- ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର
- ଆଜିଠୁ ପୁରୀରେ ଆରମ୍ଭ ହେବ ବ୍ରିକ୍ସ ସମ୍ମିଳନୀ,ବିପର୍ଯ୍ୟୟ ମୁକାବିଲାର ଗୁରୁମନ୍ତ୍ର ଶିଖାଇବ ଓଡ଼ିଶା
- STF ର DIG ଭାବେ ଦାୟିତ୍ୱ ଗ୍ରହଣ କଲେ ଆଇପିଏସ ଡକ୍ଟର କନୱର ବିଶାଲ ସିଂହ
- ସବୁଠୁ ଅଧିକ ସମୟ ଯାଏ ନିର୍ବାଚିତ ପ୍ରଧାନମନ୍ତ୍ରୀ ହେବାର ରେକର୍ଡ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ , ଭାଙ୍ଗିବେ ନେହରୁଙ୍କ ରେକର୍ଡ
- ଫାର୍ମ ହାଉସରୁ ମିଳିଲା ହାତୀର ମୃତଦେହ
- ରାଜ୍ୟ କ୍ୟାବିନେଟ: ଆସିବ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ
- ଦିଲ୍ଲୀ ଗଲେ ନବୀନ
- ଓଡ଼ିଶା ସରକାରଙ୍କ ନୂଆ ନିର୍ଦ୍ଦେଶନାମା ,ଆଜି ଠାରୁ କେବଳ କିଣାହେବ ଇଭି ଯାନ
Prev Post
Next Post