ପରଦାରେ ଆସିବାକୁ ଯାଉଛି ‘କାନ୍ତାରା-ଚାପ୍ଟର ୱାନ୍’ । ଯାହା ପୂର୍ବରୁ ଏହାର ପ୍ରଥମ ଝଲକ ଆଜି ସାମ୍ନାକୁ ଆସିଛି। ନିକଟରେ ଏହି ଫିଲ୍ମ ନାମ ଘୋଷଣା କରାଯାଇଥିବା ବେଳେ ଏହାର ପ୍ରଥମ ଟିଜର ରିଲିଜ ହୋଇଛି। ଏହି ଟିଜରରେ ଅଭିନେତା ତଥା ନିର୍ଦ୍ଦେଶକ ରିଷବ ଶେଟ୍ଟୀଙ୍କୁ ଏକ ଭୟଙ୍କର ଏବଂ ଆକର୍ଷଣୀୟ ରୂପରେ ଦର୍ଶାଯାଇଛି। ଟିଜର ଦେଖିବା ପରେ ଏହା ପ୍ରଥମ ଫିଲ୍ମ ଅପେକ୍ଷା ଅଧିକ ରହସ୍ୟମୟ ଏବଂ ରୋମାଞ୍ଚକ ହେବ ବୋଲି କୁହାଯାଉଛି। ତେବେ ଅଭିନେତା ତଥା ସିନେ ନିର୍ଦ୍ଦେଶକ ଋଷଭ ସେଟ୍ଟୀ ଏକଦମ୍ ଭୟଙ୍କର ଲୁକରେ ଏଥିରେ ନଜର ଆସିଛନ୍ତି । ଟିଜର ଆରମ୍ଭରୁ ରିଷଭ ସେଟ୍ଟୀ ଜଙ୍ଗଲରେ ଦୌଡୁଥିବା ଦେଖିବାକୁ ମିଳିଛି । ଏହାର ବ୍ୟାକଗ୍ରାଉଣ୍ଡ ମ୍ୟୁଜିକ୍ ବି ଖୁବ୍ ଭୟାନକ ରହିଛି। ଯାହାକୁ ଦର୍ଶକ ମାନେ ବେଶ ପସନ୍ଦ କରିଛନ୍ତି।
Trending
- କନଷ୍ଟେବଳ ସୌମ୍ୟ ରଞ୍ଜନ ସ୍ବାଇଁଙ୍କ ହତ୍ୟା ମାମଲା: ବରିଷ୍ଠ ଆଇପିଏସ୍ ଙ୍କୁ ଆଜି ଅତିଥି ଭବନରେ ଜେରା କରିପାରେ NHRC
- ବିହାରର ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁରେ ଭୟଙ୍କର ଅଗ୍ନିକାଣ୍ଡ, 4 ମୃତ , କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
- ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର
- ଆଜିଠୁ ପୁରୀରେ ଆରମ୍ଭ ହେବ ବ୍ରିକ୍ସ ସମ୍ମିଳନୀ,ବିପର୍ଯ୍ୟୟ ମୁକାବିଲାର ଗୁରୁମନ୍ତ୍ର ଶିଖାଇବ ଓଡ଼ିଶା
- STF ର DIG ଭାବେ ଦାୟିତ୍ୱ ଗ୍ରହଣ କଲେ ଆଇପିଏସ ଡକ୍ଟର କନୱର ବିଶାଲ ସିଂହ
- ସବୁଠୁ ଅଧିକ ସମୟ ଯାଏ ନିର୍ବାଚିତ ପ୍ରଧାନମନ୍ତ୍ରୀ ହେବାର ରେକର୍ଡ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ , ଭାଙ୍ଗିବେ ନେହରୁଙ୍କ ରେକର୍ଡ
- ଫାର୍ମ ହାଉସରୁ ମିଳିଲା ହାତୀର ମୃତଦେହ
- ରାଜ୍ୟ କ୍ୟାବିନେଟ: ଆସିବ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ
Next Post