ବଙ୍ଗୋପ ସାଗରରେ ବାତ୍ୟା ଭୟ। ଦକ୍ଷିଣ ଆଣ୍ଡାମାନ ସାଗରରରେ ସୃଷ୍ଟ ଲଘୁଚାପ ଆହୁରି ଅଧିକ ଘନୀଭୂତ ହୋଇ ପଶ୍ଚିମ ଓ ଉତ୍ତର – ପଶ୍ଚିମ ଦିଗରେ ଗତି କରୁଛି । ଭାରତୀୟ ପାଣିପାଗ ବିଭାଗର ଆାକଳନ ଅନୁସାରେ ଆଜି ଏହି ଅବପାତ ତୀବ୍ର ଅବପାତରେ ପରିଣତ ହେବା ସମ୍ଭାବନା ରହିଚି। ସମୁଦ୍ର ଭିତରେ ଆାସନ୍ତା ୧ ତାରିଖ ବେଳକୁ ଏହା ଏକ ସାମୁଦ୍ରିକ ଝଡ଼ର ରୂପ ନେବାର ଅନୁମାନ କରାଯାଉଛି । ବାତ୍ୟାରେ ପରିଣତ ହେବା ପରେ ଏହାର ନାମ ‘ମିଗଜାଉଂ’ ରଖାଯିବ । ମିଆାଁମାରର ପ୍ରସ୍ତାବ ଅନୁସାରେ ଏହି ବାତ୍ୟାର ନାମକରଣ ଏପରି କରାଯାଇଛି।ଆାଇଏମଡିର ଜିଏଫଏସ ମଡ଼େଲ ଅନୁସାରେ ବାତ୍ୟା ‘ମିଗଜାଉଂ’ ଆାହୁରି ଘନୀଭୂତ ହୋଇ ଡିସେମ୍ବର ୪ ତାରିଖ ପର୍ଯ୍ୟନ୍ତ ଉତ୍ତର ଓ ଉତ୍ତର – ପଶ୍ଚିମ ଦିଗେର ଗତି କରିବ । ପରବର୍ତ୍ତୀ ସମୟରେ ଏହି ସିଷ୍ଟମ ଉତ୍ତର ଓ ଉତ୍ତର-ପୂର୍ବ ଦିଗକୁ ମୁହାଁଇବାର ସମ୍ଭାବନା ରହିଛି ।
Trending
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
Next Post