ଯୁକ୍ତ ଦୁଇ ଛାତ୍ରଛାତ୍ରୀମାନଙ୍କୁ ନିଟ୍ ଓ ଜେଇଇର କୋଚିଂ ଦିଆଯିବ । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସବୁ ଅଧ୍ୟକ୍ଷଙ୍କୁ ଚିଠି ଲେଖାଯାଇଛି । ଭର୍ଚୁଆଲ୍ କୋଚିଂ ପାଇଁ ବ୍ୟବସ୍ଥା କରିବାକୁ ଅଧ୍ୟକ୍ଷମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ସ୍ମାର୍ଟ ଟିଭି ସହ ତୁରନ୍ତ ସମସ୍ତ ବନ୍ଦୋବସ୍ତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।
Trending
- ଭାରତର ନୂଆ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ୍ ଙ୍କ ରାଜନୈତିକ କ୍ୟାରିଅର୍ ସଂମ୍ପର୍କରେ ଜାଣନ୍ତୁ…..
- ମୋଦୀ ଯୁବା ମାରାଥନରେ ନିଶାମୁକ୍ତ ଭାରତର ବାର୍ତା ଦେବ ବିଜେପି ଯୁବମୋର୍ଚ୍ଚା
- ଉପରାଷ୍ଟ୍ରପତି ନିର୍ବାଚନ: ବିଜେଡି ସମଦୂରତା ରକ୍ଷାକରିବ
- ପୁଣି ବର୍ଷିଲେ ସୈାମ୍ୟ ରଞ୍ଜନ ପଟ୍ଟନାୟକ
- ନବୀନ ଦିଲ୍ଲୀରେ, ବିଜେଡି କାହାକୁ ଦେବ ଭୋଟ
- ରାଜ୍ୟ ରାଜନୀତିର ଦୁଇ ପ୍ରମୁଖ ଦଳ ବିଜେଡି ଆଉ ବିଜେପିର ମୁଖିଆ ଏବେ ଦିଲ୍ଲୀ ଗସ୍ତରେ
- ନବୀନ କାହାକୁ ସମର୍ଥନ କରିବେ ?
- ପିତୃପକ୍ଷ ଆରମ୍ଭ
- ନିର୍ମିତ ରୋପୱେ ଭାଙ୍ଗି 6 ମୃତ
- ଆପଣଙ୍କର ଚାରି ଚକିଆ ଯାନ ଅଛି କି? ଆଉ ସୁଭଦ୍ରା ଟଙ୍କା ମିଳିବନି
Prev Post
Next Post