ଡ୍ରୋନ ଦିଦି ଯୋଜନାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆଗାମୀ ତିନି ବର୍ଷ ପାଇଁ ୧୫ହଜାର ମହିଳା ଏସଏଚଜିଙ୍କୁ ଡ୍ରୋନ ଦିଆଯିବ । କୃଷି କ୍ଷେତ୍ରରେ ଏହି ଡ୍ରୋନ ବ୍ୟବହାର କରାଯିବ । ଏହା କ୍ଷେତରେ କୀଟନାଶକ ସିଞ୍ଚନରେ ସହାୟକ ହେବ । ଏହି ଯୋଜନା ଦ୍ବାରା ଏସଏଚଜିଗୁଡ଼ିକ ବାର୍ଷିକ ଅତିରିକ୍ତ ଏକ ଲକ୍ଷ ଟଙ୍କା ରୋଜଗାର କରିପାରିବେ ବୋଲି ଆଶା ରହିଛି ।ଦେଶର ମହିଳାମାନଙ୍କୁ ଶିକ୍ଷା ଏବଂ ଆର୍ଥିକ କ୍ଷେତ୍ରରେ ସଶକ୍ତ କରିବା ପାଇଁ ପ୍ରଧାନମନ୍ତ୍ରୀ ମୋଦିଙ୍କ ସରକାର ସମସ୍ତ ପ୍ରକାରର ଚେଷ୍ଟା କରୁଛି । ଏହି ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଧ୍ୟକ୍ଷତାରେ ହୋଇଥିବା କ୍ୟାବିନେଟ ବୈଠକରେ ମନ୍ତ୍ରୀମଣ୍ଡଳରେ ଏକ ନୂଆ ଗୁରୁତ୍ୱପୂର୍ଣ୍ଣ ଯୋଜନାକୁ ମଞ୍ଜୁରୀ ମିଳିଛି । ଏହା ଅଧିନରେ କେନ୍ଦ୍ର ସରକାର ଆଗାମୀ ୩ ବର୍ଷରେ ୧୫ ହଜାର ମହିଳାଙ୍କୁ ସ୍ୱୟଂ ସହାୟକ ଗୋଷ୍ଠୀ ଜରିଆରେ ଡ୍ରୋନ ପ୍ରଦାନ କରାଯିବ ।
Trending
- ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଆଜି ଅଖିମୁଠି ଅନୁକୂଳ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ପବିତ୍ର ଅକ୍ଷୟ ତୃତୀୟା,ମାଟି ମାଆ ଓ ମା ଲକ୍ଷ୍ମୀଙ୍କ ଆରାଧନା ସହ ଚାଷ ପାଇଁ ଆଜି ହୁଏ ଅଖି ମୁଠି ଅନୁକୂଳ
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
Prev Post
Next Post