ଆଇଏମ୍ଡିବି ପକ୍ଷରୁ ୨୦୨୩ ମସିହା ପାଇଁ ଶ୍ରେଷ୍ଠ ଭାରତୀୟ ଚଳଚ୍ଚିତ୍ରର ଏକ ତାଲିକା ପ୍ରକାଶ ପାଇଛି। ଚଳିତ ବର୍ଷ ଜାନୁଆରି ୧ରୁ ନଭେମ୍ବର ୬ ମଧ୍ୟରେ ମୁକ୍ତିଲାଭ କରିଥିବା ଦଶଟି ସବୁଠାରୁ ଲୋକପ୍ରିୟ ଫିଲ୍ମ ଏଥିରେ ସ୍ଥାନ ପାଇଛି। ପ୍ରାୟ ୨୦ ଲକ୍ଷ ଦର୍ଶକଙ୍କ ମତାମତକୁ ଭିତ୍ତି କରି ପ୍ରସ୍ତୁତ ଏହି ତାଲିକାରେ ଶାହରୁଖଙ୍କ ‘ଯବାନ’ ଶୀର୍ଷରେ ରହିଛି। ତାହା ପଛକୁ ଶାହରୁଖ ଅଭିନୀତ ଅନ୍ୟତମ ହିନ୍ଦୀ ଚଳଚ୍ଚିତ୍ର ‘ପଠାନ’ ଦ୍ବିତୀୟ ସ୍ଥାନ ଦଖଲ କରିଛି। ତୃତୀୟରେ ଅଛି କରଣ ଜୋହର ନିର୍ଦ୍ଦେଶିତ ତଥା ରଣବୀର ସିଂହ ଓ ଆଲିଆ ଭଟ୍ଟ ଅଭିନୟ କରିଥିବା ‘ରକି ଔର ରାନୀ କି ପ୍ରେମ କାହାନୀ’।
Trending
- କେରଳ ଉପକୂଳରେ ସିଙ୍ଗାପୁରର କଣ୍ଟେନର ଜାହାଜ ରେ ବିସ୍ଫୋରଣ
- ଦେଶର ଦ୍ବିତୀୟ ସର୍ବବୃହତ ଭାୟାଡକ୍ଟ ସେତୁ ଓଡ଼ିଶାରେ ନିର୍ମାଣ ,୨୦୨୬ ମାର୍ଚ୍ଚ ସୁଦ୍ଧା ସମ୍ପୂର୍ଣ୍ଣ ସେତୁ ନିର୍ମାଣ କାର୍ଯ୍ୟ ଶେଷ
- ହନିମୁନକୁ ନେଇ ସ୍ବାମୀଙ୍କୁ ହତ୍ୟା କରିଥିଲେ ସ୍ତ୍ରୀ ସୋନମ୍
- ଓଡ଼ିଶା ମଣ୍ଡପ ପାଇଁ ଭୁବନେଶ୍ବରର ଚନ୍ଦ୍ରଶେଖରପୁରରେ ଜାଗା ଚିହ୍ନଟ
- ଆମେ ପ୍ରତିଶ୍ରୃତି ଦେଇଥିବା ୨୧ଟି କାର୍ଯ୍ୟକ୍ରମ ମଧ୍ୟରୁ ଏକ ବର୍ଷ ଭିତରେ ୧୧ଟି କାର୍ଯ୍ୟକାରୀ କରିଛୁ- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ନିର୍ମାଣାଧୀନ ୬ ମହଲା କୋଠାରୁ ପଡ଼ି ଜଣେ ଶ୍ରମିକ ମୃତ
- ଯବାନଙ୍କ ଗୁଳିରେ 7 ମାଓବାଦୀ ଗିରଫ
- କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ ଅସୁସ୍ଥ ,ଡାକ୍ତରଖାନାରେ ଭର୍ତ୍ତି
- 4 ଟି ପ୍ରସ୍ତାବ ବାଜିଲା କ୍ୟାବିନେଟ ମୋହର , ମୁଖ୍ୟମନ୍ତ୍ରୀ ସହରୀ ବିକାଶ ଯୋଜାନା କୁ ମିଳିଲା ଅନୁମୋଦନ
- ବିକଶିତ କୋଟିଆ ପାଇଁ ମାଷ୍ଟର ପ୍ଲାନ
Prev Post
Next Post