ଆଉ ଦିନକ ପାଇଁ ବୃଦ୍ଧି କରିବାକୁ କଥାବାର୍ତ୍ତା ଚାଲିଥିବା ବେଳେ, ରକେଟ୍ ନିକ୍ଷେପ କରି ହମାସ୍ ଅସ୍ତ୍ରବିରତି ଉଲ୍ଲଂଘନ କରିଛି କହି ଇସ୍ରାଏଲ୍ ସେନା ପୁଣି ଗାଜାରେ ଆକ୍ରମଣ ଆରମ୍ଭ କରିଥିବା କଥା ବିଭିନ୍ନ ଗଣମାଧ୍ୟମ ରିପୋର୍ଟ କରିଛନ୍ତି।ସପ୍ତାହକ ପାଇଁ କରାଯାଇଥିବା ଏହି ସାମୟିକ ଚୁକ୍ତିର ସମୟ ଅବଧି ଆଜି ସକାଳେ ଶେଷ ହୋଇଛି। କିନ୍ତୁ, ଏହି ଚୁକ୍ତିକୁ ବୃଦ୍ଧି କରିବା ଲାଗି ବୁଝାମଣା ହୋଇଥିବା କଥା କୌଣସି ପକ୍ଷ ଘୋଷଣା କରିନାହାନ୍ତି।ଅସ୍ତ୍ରବିରତି ପରିସମାପ୍ତିର କିଛି ସମୟ ପୂର୍ବରୁ ଇସ୍ରାଏଲ୍ କହିଛି ଯେ, ଗାଜା ଆଡୁ ନିକ୍ଷେପ କରାଯାଇଥିବା ଏକ ରକେଟ୍କୁ ସେମାନେ ବାଧା ଦେଇଛନ୍ତି।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post