ଚାଲିଛି ଭୋଟ ଗଣତି । ମଧ୍ୟପ୍ରଦେଶ, ରାଜସ୍ଥାନ, ଛତିଶଗଡ ଏବଂ ତେଲେଙ୍ଗାନା ବିଧାନସଭା ନିର୍ବାଚନର ଫଳାଫଳ ଆଉ କିଛି ସମୟ ପରେ ସ୍ପଷ୍ଟ ହୋଇଯିବ । ଛତିଶଗଡର ୯୦ ଟି ବିଧାନସଭା ଆସନ, ମଧ୍ୟପ୍ରଦେଶର ୨୩୦, ତେଲେଙ୍ଗାନାର ୧୧୯ ଏବଂ ରାଜସ୍ଥାନର ୧୯୯ ଟି ଆସନର ରେଜଲ୍ଟ ଆଉ କିଛି ଘଣ୍ଟା ପରେ ଜଣାପଡିଯିବ । ମଧ୍ୟପ୍ରଦେଶରେ ବିଜେପି ପୁଣି କ୍ଷମତାକୁ ଫେରିବ ବୋଲି ପ୍ରାରମ୍ଭିକ ଟ୍ରେଣ୍ଡ କହୁଛି । ରାଜସ୍ଥାନରେ ବିଜେପି ଆଗରେ ଚାଲିଛି । ତେଲେଙ୍ଗାନାରେ କଂଗ୍ରେସ ସରକାର କରିବାକୁ ଥିବା ବେଳେ ଛତିଶଗଡରେ କଂଗ୍ରେସ ଓ ବିଜେପି ମଧ୍ୟରେ ଟକ୍କର ଚାଲିଛି । ମଧ୍ୟପ୍ରଦେଶର ୨୩୦ଟି ଆସନ, ଛତିଶଗଡରେ ୯୦, ତେଲେଙ୍ଗାନାରେ ୧୧୯ ଏବଂ ରାଜସ୍ଥାନରେ ୧୯୯ଟି ଆସନ ପାଇଁ କଡ଼ା ସୁରକ୍ଷା ମଧ୍ୟରେ ସକାଳ ୮ଟାରୁ ଭୋଟ୍ ଗଣତି ଆରମ୍ଭ ହୋଇଛି ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Prev Post
Next Post