ରାଜ୍ୟରେ ବାତ୍ୟା ‘ମିଗଜୋମ୍’ ଯୋଗୁଁ ସତର୍କ ସୂଚନା ଦିଆଯାଇଛି । ଆସନ୍ତାକାଲି ତାମିଲନାଡୁର ତଟବର୍ତ୍ତୀ ଅଞ୍ଚଳରେ ଲ୍ୟାଣ୍ଡଫଲ୍ କରିବ । ତାମିଲନାଡୁ ସରକାର ବାତ୍ୟାକୁ ଦୃଷ୍ଟିରେ ରଖି ବିଭିନ୍ନ ସତର୍କତା ମୂଳକ ପଦକ୍ଷେପ ନିଆଯାଇଛି । ପଡୁଚେରୀ ଏବଂ ଆନ୍ଧ୍ରପ୍ରଦେଶର ତଟୀୟ ଜିଲ୍ଲାର ସମସ୍ତ ସ୍କୁଲ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ।ପାଣିପାଗ ବିଭାଗ ତଥ୍ୟ ଅନୁଯାୟୀ, ତାମିଲନାଡୁ ଏବଂ ପଡୁଚେରୀରେ ବର୍ଷା, ପବନ ଏବଂ ଘଡଘଡି ଚେତାବନୀ ଜାରି ହୋଇଛି । ସରକାର ଘରୋଇ କମ୍ପାନୀ କର୍ମଚାରୀଙ୍କୁ ଓ୍ଵାର୍କ ଫ୍ରର୍ମ ହୋମ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ବାତ୍ୟାକୁ ନେଇ ଦେଶର ସମସ୍ତ ପୂର୍ବ ତଟୀୟ ରାଜ୍ୟ ସରକାରଙ୍କ ସହିତ ସଂପର୍କ ରଖିଛନ୍ତି । ବାତ୍ୟାକୁ ଦେଖି ସାଉଥ ସେଣ୍ଟ୍ରାଲ ରେଲେଓ୍ଵ ୧୪୪ ଟ୍ରେନ ବାତିଲ କରାଯାଇଛି ।
Trending
- ଆଜି କାର୍ଗିଲ ବିଜୟ ଦିବସ
- ୧୦ ସରପଞ୍ଚ ବିଜେପିରେ ମିଶିଲେ
- ମୋହନଙ୍କ ମନ୍ତ୍ରିମଣ୍ଡଳ ସଂପ୍ରସାରଣ: କିଏ ପାଇବେ ସ୍ଥାନ?
- ମାଳଦୀପରେ ମୋଦୀ , ୨୧ ତୋପ ସଲାମି ସହ ସ୍ୱାଗତ କଲେ ରାଷ୍ଟ୍ରପତି
- ସରକାର ଥିବା ସମୟରେ ଜାତିଗତ ଜନଗଣନା ନକରିବା ଭୁଲ ଥିଲା – ରାହୁଲ ଗାନ୍ଧୀ
- ଓଡ଼ିଶା ହେବ ଟେକ୍ସଟାଇଲ ହବ୍,୬ ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
- ଧସିଲା କୋଇଲା ଖଣି , ଚାପି ହେଲେ ୧୨ ଜଣ ଶ୍ରମିକ
- ବିଜେଡି ଏନଡିଏ ପ୍ରାର୍ଥୀଙ୍କୁ ଭୋଟ ଦେବ କି ?
- ଆଜି ମହାପ୍ରଭୁଙ୍କୁ ଚିତାଲାଗି
- ରାଜ୍ୟରେ ୨୩ ଜିଲ୍ଲାରେ ୫୬ଟି ନୂଆ କୋର୍ଟକୁ ଅନୁମୋଦନ ମିଳିଛି