ଭାରତରେ ଲଞ୍ଚ କରାଯାଇଛି । ଏହି ଫୋନ ହେଉଛି କମ୍ପାନୀର ସ୍ପାର୍କ ସିରିଜର ଲାଟେଷ୍ଟ ଫୋନ୍ । Tecno Spark Go ଦୁଇଟି ଭିନ୍ନ କଲର ଯେପରିକି ଗ୍ରାଭିଟି ବ୍ଲାକ ଏବଂ ମିଷ୍ଟ୍ରି ହ୍ଵାଇଟ କଲର ଅପ୍ସନରେ ଲଞ୍ଚ କରାଯାଇଛି । ଏହି ଫୋନରେ ୯୦Hz ର ରିଫ୍ରେସ୍ ରେଟ ସହିତ ଦମଦାର ବ୍ୟାଟେରୀ ଦିଆଯାଇଛି । ତେବେ ଆସନ୍ତୁ ଜାଣିବା ଏହି ଫୋନର ଦାମ ଏବଂ ଫିଚର କଣ ରହିଛି ।Tecno Spark Goର ଦାମ୍ ଭାରତରେ ଘୋଷଣା କରାଯାଇଛି । ଏହି ଫୋନର ୩GB RAM + ୬୪GB ଷ୍ଟୋରେଜ୍ ଭାରିଆଣ୍ଟର ମୂଲ୍ୟ ୬,୬୯୯ ଟଙ୍କା । ୮ GB RAM + ୬୪ GB ଷ୍ଟୋରେଜ୍ ଏବଂ ୮GB RAM + ୧୨୮GB ଷ୍ଟୋରେଜ୍ ମଡେଲର ମୂଲ୍ୟ ଏପର୍ଯ୍ୟନ୍ତ ପ୍ରକାଶ କରାଯାଇ ନାହିଁ । ଡିସେମ୍ବର ୭ ରୁ ଆମାଜନ ଏବଂ ଅନ୍ୟାନ୍ୟ ରିଟେଲ ଷ୍ଟୋରରେ ଏହି ଫୋନ୍ ସେଲ୍ ଆରମ୍ଭ ହେବ ।
Trending
- ସମ୍ବଲପୁରରୁ ଆସିଛି ବଡ଼ ଅଘଟଣ,ବାଇକ ଚେନ୍ କ୍ରାଙ୍କରେ ପିଟି ପିଟି ମାଆ ଝିଅଙ୍କୁ ବୀଭତ୍ସ ହତ୍ୟା
- ‘ୱି ଦି ଲିଡର’ ଆନ୍ଦୋଳନର ଶୁଭାରମ୍ଭ କରିଛନ୍ତି କେ. ଆନ୍ନାମଲାଇ,ମାତ୍ର କେଇ ଘଣ୍ଟା ମଧ୍ୟରେ ୧୫ ଲକ୍ଷରୁ ଅଧିକ ଲୋକ ଏଥିରେ ସାମିଲ ହୋଇ ଏକ ନୂଆ ରେକର୍ଡ ସୃଷ୍ଟି କରିଛନ୍ତି
- ମୃତ ସୌମ୍ୟଙ୍କ ମୌଜପୁର ଘରେ ଖୋଳତାଡ଼ କରୁଛନ୍ତି କ୍ରାଇମବ୍ରାଞ୍ଚ ଟିମ୍,ହାତଲେଖା ଡାଇରୀ ଜବତ କରିବା ପାଇଁ ଏହି ଟିମ୍ ତାଙ୍କ ଘରେ ପହଞ୍ଚିଛି
- ୬ ଦିନିଆ ଦିଲ୍ଲୀ ଗସ୍ତ ସାରି ଓଡ଼ିଶା ଫେରିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ
- ପାଟନା ସିଭିଲ କୋର୍ଟରେ ଗୁଳିକାଣ୍ଡ ମାମଲାରେ ଚର୍ଚ୍ଚିତ ଶିକ୍ଷକ ଖାନ୍ ସାର୍
- ରାଜ୍ୟରେ ମୋଟ ୩,୭୯୩.୩୩ କୋଟି ଟଙ୍କାର ପୁଞ୍ଜିନିବେଶ ହେବାକୁ ଯାଉଥିବା ବେଳେ ୧୯,୯୨୪ ଜଣଙ୍କ ପାଇଁ ନୂଆ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ
- ଅନ୍ତର୍ଜାତୀୟ ରଜ ଉତ୍ସବ ଉପରେ କାଳବୈଶାଖୀ ମାଡ଼,ବ୍ୟବସାୟୀଙ୍କ ସାମଗ୍ରୀରେ ପାଣି ପଶି ଲକ୍ଷାଧିକ ଟଙ୍କାର କ୍ଷତି ହୋଇଛି
- ଦିଲ୍ଲୀରେ ‘କକ୍ରୋଚ୍’ ପାର୍ଟିର ଆନ୍ଦୋଳନ,କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି
- କାଳବୈଶାଖୀ ପ୍ରଭାବରେ ରାଜଧାନୀରେ ପ୍ରବଳ ବର୍ଷା ସହ କୁଆପଥର ବର୍ଷା
- ଭିଜିଲାନ୍ସ ଜାଲରେ ବାଲିଗୁଡ଼ା ITDA ସହକାରୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା,ଏକା ସାଙ୍ଗରେ ୯ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ
Prev Post
Next Post