ପ୍ରିମିୟମ୍ ସ୍ମାର୍ଟଫୋନ୍ ବ୍ରାଣ୍ଡ୍ ଟେକ୍ନୋ ପକ୍ଷରୁ ଫାଣ୍ଟମ୍ ଭି ଫୋଲ୍ଡର ଫୋନ୍ ଉପରେ ରହିତା ମୂଲ୍ୟ ଘୋଷଣା କରିଛି କମ୍ପାନୀ । ପୂର୍ବରୁ ଏହି ଫୋନ୍ ଦାମ୍ ୮୮ ହଜାର ୮୮୮ ଟଙ୍କା ଥିଲା । ତେବେ ସ୍ୱତନ୍ତ୍ର ଉତ୍ସବ ଅଫରରେ ସେହି ଦାମ୍ ୬୯ ହଜାର ୯୯୯ ଟଙ୍କାକୁ କମାଇ ଦିଆଯାଇଛି । ପ୍ରମୁଖ ଟେକ୍ ରିଟେଲରମାନଙ୍କୁ ନେଇ ଆୟୋଜନ କରାଯାଇଥିବା ଏକ କାର୍ଯ୍ୟକ୍ରମରେ କଂପାନି ପକ୍ଷରୁ ଏହି ଘୋଷଣା କରାଯାଇଛି । ବଙ୍ଗଳା ଫିଲ୍ମର ଜଣାଶୁଣା ଅଭିନେତା ଯୀଶୁ ସେନଗୁପ୍ତ ଏଥିରେ ଅତିଥି ଭାବେ ଯୋଗ ଦେଇଥିଲେ ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post