ପୁରୀରେ 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ଶ୍ରୀମନ୍ଦିର ଯାଇ କଲେ ଶ୍ରୀଜିଉଙ୍କ ଦର୍ଶନ । ଏହାପରେ ପରିକ୍ରମା ମାର୍ଗ କାର୍ଯ୍ୟର କଲେ ସମୀକ୍ଷା ।ଶ୍ରୀଜଗନ୍ନାଥ ବଲ୍ଲଭ କମ୍ପ୍ଲେକ୍ସଠାରୁ ଶ୍ରୀମନ୍ଦିର ଦୋଳବେଦୀ କୋଣକୁ ସଂଯୋଗ କରୁଥିବା ନୂତନ ରାସ୍ତା ପାଇଁ ଜମି ଅଧିଗ୍ରହଣ ସମ୍ପର୍କରେ ସମୀକ୍ଷା କରିଛନ୍ତି । ସେହିପରି ଉକ୍ତ ରାସ୍ତା ନିର୍ମାଣ କାର୍ଯ୍ୟ କେତେ ଅଗ୍ରଗତି ହୋଇଛି ତାହାକୁ ମଧ୍ୟ ଅନୁଧ୍ୟାନ କରିଛନ୍ତି । ଅଧିକାରୀମାନଙ୍କ ସହ ଆଲୋଚନା କରିବା ସହ ଶୀଘ୍ର ରାସ୍ତା କାମ ଶେଷ କରିବାକୁ ଦେଇଛନ୍ତି ନିର୍ଦ୍ଦେଶ ।ବଡ଼ଦାଣ୍ଡରେ ଭକ୍ତ ଓ ଶ୍ରଦ୍ଧାଳୁମାନଙ୍କ ପାଇଁ ହେବାକୁ ଥିବା ଶୀତତାପ ସେଡେଡ଼ ଚଲାପଥ କାର୍ଯ୍ୟ ସମ୍ପର୍କରେ ସମୀକ୍ଷା ମଧ୍ୟ କରିଛନ୍ତି କାର୍ତ୍ତିକ ପାଣ୍ଡିଆନ ।
Trending
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଭଣ୍ଡ ସନ୍ନ୍ୟାସୀ କିଏ?
- ୯୧୩ଟି ନୂତନ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
- ବିହାରର ପୂର୍ଣ୍ଣିଆରେ ୪୦,୦୦୦ କୋଟିର ବିକାଶମୂଳକ କାର୍ଯ୍ୟର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
Prev Post
Next Post