ନୂଆଦିଲ୍ଲୀ: ଆଜି ସୋନିଆ ଗାନ୍ଧୀଙ୍କ ୭୭ତମ ଜନ୍ମଦିନ । କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ୭୭ତମ ଜନ୍ମଦିନ ଅବସରରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ବରିଷ୍ଠ କଂଗ୍ରେସ ନେତାମାନେ ଶୁଭେଚ୍ଛା ବାର୍ତ୍ତା ପଠାଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କର ଦୀର୍ଘ ଓ ନିରାମୟ ଜୀବନ କାମନା କରିଛନ୍ତି। ସୋସିଆଲ ମିଡିଆରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଲେଖିଛନ୍ତି ଜନ୍ମଦିନରେ ସୋନିଆ ଗାନ୍ଧୀଜୀଙ୍କୁ ଆନ୍ତରିକ ଶୁଭେଚ୍ଛା। ତାଙ୍କର ଜୀବନ ଦୀର୍ଘ ଓ ନିରାମୟ ହେଉ।ପ୍ରଧାନମନ୍ତ୍ରୀ ମୋଦୀଙ୍କ ବ୍ୟତୀତ କଂଗ୍ରେସ ନେତା ମଲ୍ଲିକାର୍ଜୁନ ଖଡ୍ଗେ, କେ. ସି. ବେଣୁଗୋପାଳ, ଶଶି ଥରୁର୍ ଏବଂ ତାମିଲନାଡୁର ମୁଖ୍ୟମନ୍ତ୍ରୀ ଏମ୍. କେ. ଷ୍ଟାଲିନ୍ ମଧ୍ୟ ସୋନିଆ ଗାନ୍ଧୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି।
Trending
- ସୁରକ୍ଷାକର୍ମୀଙ୍କ ଗୁଳିରେ ୬ ନକ୍ସଲ ନିପାତ
- ୪ ଦିନିଆ ଭାରତ ଗସ୍ତରେ ଆସୁଛନ୍ତି ଆମେରିକାର ଉପରାଷ୍ଟ୍ରପତି
- ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି
- ଆସନ୍ତାକାଲି ସମ୍ବଲପୁରରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିର
- ଈଶାନଙ୍କ ପ୍ରେମରେ ଆଲିଆଙ୍କ ବଡ଼ ଭଉଣୀ
- ଶୁଭମନ ଗିଲଙ୍କ ଉପରେ ଲାଗିଲା ଜୋରିମାନା
- ମହାନଦୀର ଗଭୀର ଜଳ ରାଶି ଭିତରେ ଚେସ ଖେଳିଲେ ସୂର୍ଯ୍ୟବଂଶୀ ସୂରଜ
- ବିବାହ ବନ୍ଧନରେ ବାନ୍ଧି ହେଲେ କେଜ୍ରିଓ୍ବାଲଙ୍କ ଝିଅ ହର୍ଷିତା
- ପୁରୀ ଚନ୍ଦନା ଯାତ୍ରାରେ ବାଣରେ ଲାଗିଲା ରୋକ
- ଆଜି ଓଡିଶା ଆସିବେ ପି.କେ. ମିଶ୍ର
Next Post