ଉତ୍ତର-ଉତ୍ତର ପଶ୍ଚିମ ଦିଗରୁ ସୁଷ୍କ ବାୟୁ ପ୍ରବାହିତ ହେଉଥିବାରୁ ରାତି ତାପମାତ୍ରା କମିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ୨ରୁ ୩ଡିଗ୍ରୀ ହ୍ରାସ ପାଇଛି ।୧୪ ତାରିଖ ବେଳକୁ ଫୁଲବାଣୀ, କୋରାପୁଟ ଭଳି ସହରରେ ରାତି ତାପମାତ୍ରା ୯ ଡିଗ୍ରୀ ଓ ରାଜ୍ୟର ଅର୍ଦ୍ଧାଧିକ ସହରର ତାପମାତ୍ରା ୧୫ ଡିଗ୍ରୀ ତଳକୁ ଖସିବାର ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ବର୍ତ୍ତମାନ ଓଡ଼ିଶା ଉପରେ କୌଣସି ପାଣିପାଗ ନିୟାମକ ନଥିବା ବେଳେ ଆସନ୍ତା ୭ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ। ଶୀତ ସହ ବିଭିନ୍ନ ସ୍ଥାନରେ କୁହୁଡି ମଧ୍ୟ ଦୃଶ୍ୟମାନ ହେବ ।
Trending
- ଆଜି କାର୍ଗିଲ ବିଜୟ ଦିବସ
- ୧୦ ସରପଞ୍ଚ ବିଜେପିରେ ମିଶିଲେ
- ମୋହନଙ୍କ ମନ୍ତ୍ରିମଣ୍ଡଳ ସଂପ୍ରସାରଣ: କିଏ ପାଇବେ ସ୍ଥାନ?
- ମାଳଦୀପରେ ମୋଦୀ , ୨୧ ତୋପ ସଲାମି ସହ ସ୍ୱାଗତ କଲେ ରାଷ୍ଟ୍ରପତି
- ସରକାର ଥିବା ସମୟରେ ଜାତିଗତ ଜନଗଣନା ନକରିବା ଭୁଲ ଥିଲା – ରାହୁଲ ଗାନ୍ଧୀ
- ଓଡ଼ିଶା ହେବ ଟେକ୍ସଟାଇଲ ହବ୍,୬ ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
- ଧସିଲା କୋଇଲା ଖଣି , ଚାପି ହେଲେ ୧୨ ଜଣ ଶ୍ରମିକ
- ବିଜେଡି ଏନଡିଏ ପ୍ରାର୍ଥୀଙ୍କୁ ଭୋଟ ଦେବ କି ?
- ଆଜି ମହାପ୍ରଭୁଙ୍କୁ ଚିତାଲାଗି
- ରାଜ୍ୟରେ ୨୩ ଜିଲ୍ଲାରେ ୫୬ଟି ନୂଆ କୋର୍ଟକୁ ଅନୁମୋଦନ ମିଳିଛି