ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ପଦ ପାଇଁ ମୋହନ ଯାଦବଙ୍କ ନାଁ’ରେ ଭାଜପାର କେନ୍ଦ୍ରୀୟ ନେତୃତ୍ୱ ମୋହର ମାରିଛନ୍ତି। ଆସନ୍ତା ବୁଧବାର ପୂର୍ବାହ୍ନ ୧୧ ଟା ୩୦ ମିନିଟ ସମୟରେ ସେ ମୁଖ୍ୟମନ୍ତ୍ରୀ ପଦର ଶପଥ ନେବେ। ଏହା ସହିତ ମଧ୍ୟପ୍ରଦେଶରେ ଆରମ୍ଭ ହୋଇଯିବ ମୋହନ ଯାଦବଙ୍କ ସରକାର। ୨୦୧୩ରେ ସେ ପ୍ରଥମେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ଶିବରାଜ ସରକାରରେ ସେ ଉଚ୍ଚ ଶିକ୍ଷାମନ୍ତ୍ରୀ ଥିଲେ ।ସେହିପରି ନରେନ୍ଦ୍ର ତୋମାର ହେବେ ନୂଆ ବାଚସ୍ପତି । ଏହାସହ ମଧ୍ୟପ୍ରଦେଶରେ ୨ ଜଣ ଉପମୁଖ୍ୟମନ୍ତ୍ରୀ ରହିବେ । ଜଗଦୀଶ ଦେବଡା ଓ ରାଜେନ୍ଦ୍ର ଶକ୍ଲା ଉପମୁଖ୍ୟମନ୍ତ୍ରୀ ରହିବେ । ସାଧାରଣ ନିର୍ବାଚନରେ ବିଜୟ ପରେ କିଏ ହେବେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ତାକୁ ନେଇ ଚର୍ଚ୍ଚା ଲାଗି ରହିଥିଲା । ଯାହାର ଏବେ ଅନ୍ତ ଘଟିଛି ।
Trending
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
- ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଜୟନ୍ତୀ ପାଳିତ
- ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ, ଚଳିତ ମାସ ୧୫ ତାରିଖ ସକାଳ ୯ଟା ୪୦ରୁ ୯ଟା ୫୪ ମଧ୍ୟରେ ଲଗ୍ନ ସ୍ଥିର
Next Post