ଶାଗ ଏକ ଏପରି ବ୍ୟଞ୍ଜନ ଯାହାକୁ ଲୋକମାନେ ଖାଇବା ପାଇଁ ବହୁତ ଭଲ ପାଇଥାନ୍ତି । ଆପଣମାନେ ତ ଜାଣିଥିବେ ଯେ ବଜାରରେ ବିଭିନ୍ନ ପ୍ରକାରର ଶାଗ ମିଳିଥାଏ । ତାମଧ୍ୟରୁ ଅନେକ ଶାଗ ଆମ ସ୍ୱାସ୍ଥ୍ୟ ପାଇଁ ବହୁତ ଭଲ ହୋଇଥାଏ । ସେହିପରି ସୋରିଷ ଶାଗ ଲୋକମାନେ ଶୀତଦିନେ ଖାଇବାକୁ ବହୁତ ପସନ୍ଦ କରନ୍ତି । କିନ୍ତୁ ଆପଣ କେବେ ଚିନ୍ତା କରିଛନ୍ତି କି ଲୋକମାନେ ଏହି ପନିପରିବା ଖାଇବା ପାଇଁ ଅଧିକ କାହିଁକି ପସନ୍ଦ କରନ୍ତି ? ତେବେ ଏହି ଋତୁରେ ଏହାକୁ ଖାଇବାର ଲାଭ କ’ଣ ? ତେଣୁ ଆସନ୍ତୁ ଆମେ ଆଜି ଆପଣଙ୍କୁ ଜଣାଇବୁ ଯେ ସୋରିଷ ଶାଗ ସ୍ୱାସ୍ଥ୍ୟ ପାଇଁ କେତେ ଲାଭଦାୟକ ହୋଇଥାଏ । ବାସ୍ତବରେ ଏହି ଶାଗର ସ୍ୱାସ୍ଥ୍ୟ ପାଇଁ ଗରମ ହୋଇଥାଏ । ଏହା ସହ ଏହାକୁ ଖାଇବା ଦ୍ୱାରା ଅନେକ ରୋଗରୁ ମଧ୍ୟ ମୁକ୍ତି ମିଳିଥାଏ । ଏଥିରୁ ଅନେକ ରୋଗ ପ୍ରତିରୋଧକ ଶକ୍ତି ମିଳିଥାଏ, ଯାହା ଶରୀରକୁ ଅନେକ ରୋଗରୁ ରକ୍ଷା କରିଥାଏ । ଏହା ବ୍ୟତୀତ ଏହି ଶାଗ ଖାଇବାର ଅନେକ ଲାଭ ମିଳିଥାଏ । ତାହେଲେ ଆସନ୍ତୁ ଆମେ ଆଜି ଆପଣଙ୍କୁ ଏହି ବିଷୟରେ ବିଶେଷ କଥା ଜଣାଇବୁ ।
Trending
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
- ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର
- ଆଜିଠୁ ପୁରୀରେ ଆରମ୍ଭ ହେବ ବ୍ରିକ୍ସ ସମ୍ମିଳନୀ,ବିପର୍ଯ୍ୟୟ ମୁକାବିଲାର ଗୁରୁମନ୍ତ୍ର ଶିଖାଇବ ଓଡ଼ିଶା
- STF ର DIG ଭାବେ ଦାୟିତ୍ୱ ଗ୍ରହଣ କଲେ ଆଇପିଏସ ଡକ୍ଟର କନୱର ବିଶାଲ ସିଂହ
- ସବୁଠୁ ଅଧିକ ସମୟ ଯାଏ ନିର୍ବାଚିତ ପ୍ରଧାନମନ୍ତ୍ରୀ ହେବାର ରେକର୍ଡ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ , ଭାଙ୍ଗିବେ ନେହରୁଙ୍କ ରେକର୍ଡ
- ଫାର୍ମ ହାଉସରୁ ମିଳିଲା ହାତୀର ମୃତଦେହ
- ରାଜ୍ୟ କ୍ୟାବିନେଟ: ଆସିବ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ
- ଦିଲ୍ଲୀ ଗଲେ ନବୀନ
- ଓଡ଼ିଶା ସରକାରଙ୍କ ନୂଆ ନିର୍ଦ୍ଦେଶନାମା ,ଆଜି ଠାରୁ କେବଳ କିଣାହେବ ଇଭି ଯାନ
Prev Post
Next Post